‘ଉଜଡା ଚମନ’କୁ ଅଜୟଙ୍କ ସମର୍ଥନ, ନଭେମ୍ବର ପହିଲାରେ ପରଦାକୁ ଆସିବ

ମୁମ୍ବାଇ: ସମାନ ଧରଣର କାହାଣୀ ଉପରେ ପର୍ଯ୍ୟବେଶିତ ଦୁଇ ବଲିଉଡ୍‌ ଫିଲ୍ମ ‘ଉଜଡା ଚମନ’ ଏବଂ ‘ବାଲା’ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଭିନ୍ନ ମୋଡ ନେଉଛି। ପ୍ରଥମେ ଉଭୟ ଚଳଚ୍ଚିତ୍ରର ରିଲିଜକୁ ନେଇ ଆରମ୍ଭ ହୋଇଥିବା ତିକ୍ତତା କୋର୍ଟରେ ପହଞ୍ଚିଥିଲା। ‘ଉଜଡା ଚମନ୍‌’ର ନିର୍ମାତା ଫିଲ୍ମର ରିଲିଜ ତାରିଖ ୮ ନଭେମ୍ବର କରିବା ପରେ ‘ବାଲା’ର ନିର୍ମାତା ଏହାକୁ ୭ ନଭେମ୍ବର କରିଥିଲେ। ଏବେ କିଛି ସୁପରଷ୍ଟାର ‘ଉଡତା ଚମନ୍‌’ ସମର୍ଥନରେ ଆସୁଥିବା ଦେଖିବାକୁ ମିଳୁଥିବା ବେଳେ ଏହାର ରିଲିଜ୍‌ ତାରିଖକୁ ପୁଣି ପରିବର୍ତ୍ତନ କରାଯାଇ ନଭେମ୍ବର ପହିଲା କରାଯାଇଛି।

ଫିଲ୍ମର ନୂଆ ପୋଷ୍ଟରରେ ଅଜୟ ଦେବଗନଙ୍କୁ ନାୟକଙ୍କ ସହ ଦେଖିବାକୁ ମିଳୁଛି। ଅଜୟ ନିଜେ ମଧ୍ୟ ପୋଷ୍ଟରକୁ ଟୁଇଟ୍‌ କରିଛନ୍ତି। ତେବେ ଫିଲ୍ମରେ ଅଭିଷେକ ପାଠକ ନିର୍ଦ୍ଦେଶନାରେ ଡେବ୍ୟୁ କରୁଛନ୍ତି। ଅଭିଷେକଙ୍କ ବାପା କୁମାର ମଙ୍ଗତ ଅଜୟଙ୍କ ପୁରୁଣା ବନ୍ଧୁ। ଏଣୁ ଅଜୟ ଫିଲ୍ମର ସପକ୍ଷରେ ଆସିଥିବା କୁହାଯାଉଛି।
ତେବେ ଉଡତା ଚମନ ଜଣେ ଲଣ୍ଡା ଯୁବକଙ୍କ କାହାଣୀ, ଖୁବ୍‌ କମ୍‌ ବୟସରେ ଯିଏ ଚନ୍ଦାପଣର ଶିକାର ହୋଇଛନ୍ତି। ଏହାପରେ ତାଙ୍କ ଜୀବନରେ କି’ ପରିବର୍ତ୍ତନ ଘଟିଛି ତାହାକୁ ନେଇ ଫିଲ୍ମର କାହାଣୀ ଗତିଶୀଳ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri