ଉତ୍କଳ ସମ୍ମିଳନୀ ପକ୍ଷରୁ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପିଏମ୍‌ଜି ଛକରେ ବୁଧବାର ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ସମ୍ମିଳନୀର ସଭାପତି ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ନୀଳକଣ୍ଠଙ୍କ ୫୨ତମ ଶ୍ରାଦ୍ଧଦିବସ ଅବସରରେ ଏହି ମାଲ୍ୟାର୍ପଣ କରାଯାଇଛି। ଏହି ଅବସରରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସମେତ ଦ୍ୱାରିକା ନାଥ ମହାନ୍ତି, ଶୀତଳ ଚନ୍ଦ୍ର ମହାନ୍ତି, ବାସନ୍ତୀ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨...

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri