ଭୁବନେଶ୍ୱର,୨୧।୧୦: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଉତ୍କଳ ହସ୍ପିଟାଲ ପକ୍ଷରୁ ‘ଇଭିନିଂ ଓପିଡି’ ସେବା ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ହସ୍ପିଟାଲର ନିର୍ଦ୍ଦେଶକ (ମେଡିକାଲ ସର୍ଭିସ) ଡା. ଆର୍.କେ. ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ହସ୍ପିଟାଲର ବହୁ ବରିଷ୍ଠ ଅଧିକାରୀ ଡା. ପ୍ରତିଭା ମିଶ୍ର, ଡା. ଆଲୋକ ଲୋଧ,ଡା. ଦୀପକ ନାୟକ, ଡା. ଶିତିକଣ୍ଠ ନନ୍ଦ, ଡା. ସନତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବିଶେଷକରି ଉକ୍ତ ଓପିଡି ଜରିଆରେ ସବୁ ବର୍ଗର ରୋଗୀଙ୍କୁ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ସେବା ଓ ସୁବିଧା ସାଙ୍ଗକୁ ଡାକ୍ତରୀ ପରାମର୍ଶ ଦିଆଯିବ। ସେହିଭଳି ଏଠାରେ ପ୍ରମୁଖ ରୋଗର ଦକ୍ଷ ଚିକିତ୍ସକ ଓ ମେଡିକାଲ ସେବା ଯୋଗାଇ ଦିଆଯାଉଛି।
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…
ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…
ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…
ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..
ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…
୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…
ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…
ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…
ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…
Archives

