Posted inରାଜ୍ୟ

ଉତ୍ତରକୁ ଢଳିଲେ ସିଦ୍ଧେଶ୍ୱର ମହାଦେବ: ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି ଶିବ ଲିଙ୍ଗ

ଖଣ୍ଡପଡା,୧୮ା୭(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱଠାକୁର ଭାବେ ସିଦ୍ଧେଶ୍ୱର ମହାଦେବ ବିରାଜମାନ ହୋଇଛନ୍ତି। ବୁଧବାର କର୍କଟ ସଂକ୍ରାନ୍ତି ତିଥିରେ ସେ ଉତ୍ତରକୁ ଢଳିଥିବାରୁ ଏକ ଅପୂର୍ବ ଓ ଦିବ୍ୟ ଦୃଶ୍ୟକୁ ଶତାଧିକ ଶ୍ରଦ୍ଧାଳୁ ଦର୍ଶନ କରି ନିଜକୁ ଧନ୍ୟ ମନେକରିଛନ୍ତି । ସୂଚନାଯୋଗ୍ୟ, ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ଦକ୍ଷିଣ ପାର୍ଶ୍ୱର ପ୍ରାୟ ୨୦ ଫୁଟ ଦୂରରେ ସିଦ୍ଧେଶ୍ୱର ମହାଦେବ ପାର୍ଶ୍ୱଠାକୁର ଭାବରେ ବିରାଜିତ, ଯାହାଙ୍କ ମହିମା କପିଳ ସଂହିତାରେ ବର୍ଣ୍ଣିତ ରହିଛି । ସିଦ୍ଧେଶ୍ୱର ଲିଙ୍ଗର ବୈଶିଷ୍ଟ ହେଉଛି ଯେ, ଏହା ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି । ସୂର୍ଯ୍ୟ ମକର ସଂକ୍ରାନ୍ତିଠାରୁ ଉତ୍ତରକୁ ଓ କର୍କଟ ସଂକ୍ରାନ୍ତିଠାରୁ ଦକ୍ଷିଣକୁ ଗତି କରିଥାନ୍ତି । ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଉକ୍ତ ଲିଙ୍ଗ ସ୍ବତ୍ତଃପ୍ରବୃତ ଭାବେ ଉତ୍ତରାୟଣ କିମ୍ବା ଦକ୍ଷିଣାୟନ ହୋଇଥାନ୍ତି । କର୍କଟ ସଂକ୍ରାନ୍ତି ତିଥିରେ ସିଦ୍ଧେଶ୍ୱର ମହାଦେବ ଉତ୍ତର ଦିଗକୁ ଢଳିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri