Posted inଜାତୀୟ

ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ଧରି ଆସିବ ଭାଜପା ସରକାର: କେଶବ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୮।୧୦: ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ପର୍ଯ୍ୟନ୍ତ ଭାଜପା ସରକାର ଆସିବ ବୋଲି ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି। ପୂର୍ବରୁ ଅଖିଳେଶ ଯାଦବ କହିଥିଲେ ଯେ, ୨୦୨୨ରେ ରାଜ୍ୟରେ ସମାଜବାଦୀ ପାର୍ଟି ସରକାର ଗଠନ କରିବ। ଏହାର ଜବାବରେ ମୌର୍ଯ୍ୟ ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି। ଏକ ଉତ୍ସବରେ ଯୋଗଦେଇ ମୌର୍ଯ୍ୟ କହିଛନ୍ତି ଯେ, ରାଜ୍ୟରେ ସରକାର ଗଠନ ପାଇଁ ଅଖିଳେଶଙ୍କୁ ଦୀର୍ଘ ବର୍ଷ ଅପେକ୍ଷା କରିବାକୁ ପଡ଼ିବ। ଏବେ ମୌର୍ଯ୍ୟଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri