Posted inଜାତୀୟ

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲ ଆଇନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧୦: ଉତ୍ତରପ୍ରଦେଶରେ ଜଙ୍ଗଲ ଆଇନ ଚାଲିଛି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ ବିରକ୍ତ ହୋଇ କହିଛନ୍ତି। ରାଜ୍ୟ ପ୍ରଶାସନ ପାଖରେ କୌଣସି ମାମଲା ସମ୍ପର୍କରେ ଆଇନଗତ ତଥ୍ୟ ନ ଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି। ଯଦି ରାଜ୍ୟରେ ଧାର୍ମିକ ସ୍ଥଳ ସମ୍ପର୍କିତ ଆଇନ ନାହିଁ ତେବେ ଏହାକୁ ୬ ସପ୍ତାହ ମଧ୍ୟରେ ପ୍ରଣୟନ କରାଇବା ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୁଲନ୍ଦସହର ସ୍ଥିତ ୩ ଶହ ବର୍ଷ ପୁରାତନ ଶ୍ରୀସର୍ବମଙ୍ଗଳା ଦେବୀ ବେଲା ଭବାନୀ ମନ୍ଦିରର ପ୍ରଶାସନ ସମ୍ପର୍କିତ ଏକ ମାମଲାର ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ ସ୍ବୀକୃତି ପ୍ରାପ୍ତ କର୍ମକର୍ତ୍ତାଙ୍କ ନିର୍ଦ୍ଦେଶ ପତ୍ର ଲୋଡ଼ିଥିଲେ। ମାତ୍ର ମାମଲା ଲଢୁଥିବା ଆଇନଜୀବୀ ଏହା ଦାଖଲ ନ କରିବାରୁ ଏଥିରେ ବିରକ୍ତି ପ୍ରକାଶ କରି ସୁପ୍ରିମ୍‌କୋର୍ଟ ଏଭଳି କହିଛନ୍ତି। ମନ୍ଦିରର ପ୍ରଶାସନିକ ଅବ୍ୟବସ୍ଥା ନେଇ ଆହ୍ଲାବାଦ୍‌ ହାଇକୋର୍ଟଙ୍କ ରାୟକୁ ବିଜୟ ପ୍ରତାପ ସିଂ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?