Posted inଜାତୀୟ

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ଭାରତ-ନେପାଳ ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଗୁଇନ୍ଦା ସୂଚନା ମିଳିବା ପରେ ସୀମାନ୍ତ ଜିଲା ମହାରାଜାଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥନଗରରେ ହାଇଆଲର୍ଟ ଜାରି କରାଯାଇଛି। ଆଇଜି ଆଶୁତୋଷ କୁମାର କହିଛନ୍ତି, ଏହି ୨ ଆତଙ୍କବାଦୀ ହେଉଛନ୍ତି ଅବଦୁଲ ସାମଦ ଏବଂ ଇଲିୟାସ୍‌। ଏମାନଙ୍କ ଫଟୋ ମଧ୍ୟ ଜାରି କରାଯାଇଛି। ଫଳରେ ସେମାନଙ୍କୁ ସହଜରେ ଚିହ୍ନଟ କରି ଗିରଫ କରାଯାଇ ପାରିବ ବୋଲି ଆଶୁତୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri