Posted inଜାତୀୟ

ଉତ୍ତରାକାଶି ଟନେଲ ଦୁର୍ଘଟଣା: ଭୂସ୍ଖଳନ ବଢ଼ାଇଲା ସମସ୍ୟା, ୭୦ ଘଣ୍ଟାରୁ ଅଧିକ ସମୟ ହେଲା ଫସି ରହିଛନ୍ତି ୪୦ ଶ୍ରମିକ

ନୂଆଦିଲ୍ଲୀ, ୧୫।୧୧: ଉତ୍ତରାକାଶି ଟନେଲରେ ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର ଜାରି ରହିଛି। ଏହି ଟନେଲରୁ ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ୭୦ ଘଣ୍ଟାରୁ ଅଧିକ ସମୟ ଧରି ଉଦ୍ଧାର କାର‌୍ୟ୍ୟ ଚାଲିଛି। ତେବେ ଘଟଣାସ୍ଥଳ ନିକଟରେ ଭୂସ୍ଖଳନ ହେତୁ ଉଦ୍ଧାର କାର୍ଯ୍ୟ ପ୍ରଭାବିତ ହୋଇଛି।

ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀମାନେ ଟନେଲ ଭିତରେ ଥିବା ଆବର୍ଜନା ମଧ୍ୟରେ ଇସ୍ପାତ ପାଇଲ ମାଧ୍ୟମରେ ଫସି ରହିଥିବା ଶ୍ରମିକମାନଙ୍କୁ ଖାଦ୍ୟ ଏବଂ ଅମ୍ଳଜାନ ଯୋଗାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ମଙ୍ଗଳବାର ରାତିରେ ଘଟିଥିବା ଭୂସ୍ଖଳନ ହେତୁ ସେ ମେସିନକୁ ହଟାଇବାକୁ ବାଧ୍ୟ ହୋଇଥିଲେ। ତଥାପି, ଶ୍ରମିକମାନଙ୍କୁ ଖାଦ୍ୟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି।

ରିଲିଫ ଏବଂ ଉଦ୍ଧାରକାରୀ ଦଳ ଡ୍ରିଲିଂ ମେସିନ ସାହାଯ୍ୟରେ ଫସି ରହିଥିବା ଶ୍ରମିକଙ୍କ ପାଇଁ ଏକ ରାସ୍ତା ତିଆରି କରିବାକୁ ଚେଷ୍ଟା କରୁଛନ୍ତି ଯାହା ଦ୍ୱାରା ଶ୍ରମିକମାନେ ସେହି ବାଟ ଦେଇ ବାହାରକୁ ଆସିପାରିବେ। ଉଦ୍ଧାରକାରୀ ଦଳ ସହ ଜଡିତ ଅଧିକାରୀ କହିଛନ୍ତି ଯେ ୨୧ ମିଟର ପର୍ଯ୍ୟନ୍ତ ଆବର୍ଜନା ହଟାଯାଇଛି କିନ୍ତୁ ୧୯ ମିଟର ସଫା କରିବାକୁ ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri