ଉତ୍ତରାଞ୍ଚଳ ଆର୍‌ଡିସିଙ୍କ ଝାରସୁଗୁଡ଼ା ଗସ୍ତ: କୋଭିଡ୍‌ କେନ୍ଦ୍ର ପରିଦର୍ଶନ

ଲଖନପୁର,୧୬ା୫(ଡି.ଏନ୍‌.ଏ.) : ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏହାର ତଦାରଖ ପାଇଁ ସରକାର କେତେକ ବରିଷ୍ଠ ଆଇଏଏସ୍‌ଙ୍କୁ ନିୟୋଜିତ କରିଛନ୍ତି। ବରିଷ୍ଠ ଆଇଏଏସ୍‌ଙ୍କ ମଧ୍ୟରେ ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ ଝାରସୁଗୁଡା ଦାୟିତ୍ୱରେ ରହିଛନ୍ତି। ଏଥିମଧ୍ୟରେ ଆର୍‌ଡିସି ସାହୁ ଶନିବାର ଝାରସୁଗୁଡା ଜିଲା ଗସ୍ତରେ ଆସି ଓଡ଼ିଶା ଛତିଶଗଡ଼ ସୀମାନ୍ତ କନକତୋରାରେ ପହଞ୍ଚି କରୋନା ସଂକ୍ରମଣ ନିୟନ୍ତ୍ରଣ ଉପରେ ତଦାରଖ କରିଛନ୍ତି। ପ୍ରବାସୀ ଓଡ଼ିଆଙ୍କ ଏହା ପ୍ରବେଶପଥ ହୋଇଥିବାବେଳେ ଏଠାରେ ସ୍ବାସ୍ଥ୍ୟ ବିଭାଗ,ପୋଲିସ୍‌ ବିଭାଗ ଓ ପ୍ରଶାସନିକ ଅଧିକାରୀମାନେ ସ୍ବତନ୍ତ୍ର କ୍ୟାମ୍ପ୍‌ କରି ଜଗି ରହିଛନ୍ତି। ଏଠାରେ ପ୍ରବାସୀ ଓଡ଼ିଆଙ୍କ ନାମ ପଞ୍ଜୀକରଣ କରିବା ସହ ହାତରେ ଷ୍ଟାମ୍ପିଂ କରାଯାଉଛି। ଏସବୁ କାର୍ଯ୍ୟ କିଭଳି ଚାଲିଛି ଏ ସମ୍ପର୍କରେ ଆର୍‌ଡିସି ପଚାରି ବୁଝିଥିଲେ। ଏସମ୍ପର୍କରେ ଜିଲାପାଳ ସରୋଜ କୁମାର ସାମଲ,ଏସ୍‌ପି ରାହୁଲ ଆର୍‌ପି, ପିଡିଡିଆର୍‌ଡିଏ ତପିରାମ ମାଝି, ବିଡିଓ ସଞ୍ଜୀବ ପଟେଲ,ଏସ୍‌ଡିପିଓ ଦିଲୀପ ଦାସ ଓ ଆଇଆଇସି ଦାନୀୟଲ କେର୍କେଟା ପ୍ରମୁଖ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ଆର୍‌ଡିସି ଲଖନପୁର ବ୍ଲକ୍‌ ୧୯ ଖଣ୍ଡ ମୌଜା ଗସ୍ତକରି ପିଥିଣ୍ଡା ଗ୍ରାମରେ ହୋଇଥିବା ପନିପରିବା ଚାଷ ପରିଦର୍ଶନ କରିଥିଲେ। ଏ ସମ୍ପର୍କରେ କୃଷି ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri