ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ

ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି ଏହା ପୂର୍ବରୁ କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ। ମହାରାଜପୁରସ୍ଥିତ ମୟୂରଭଞ୍ଜ କଲେଜ ଅଫ୍‌ ଆକାଉଣ୍ଟାନ୍ସି ଆଣ୍ଡ ମ୍ୟାନେଜମେଣ୍ଟର ଅଧ୍ୟକ୍ଷ ତଥା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ସଦସ୍ୟ ପ୍ରଦୀପ କୁମାର ନାୟକ ପୁଷ୍ପଗୁଚ୍ଛ ଦେଇ ଡ. ଗିରିଙ୍କୁ ସ୍ବାଗତ କରିଥିଲେ। ଏଥିରେ ଏମ.ସି.ଏ.ଏମ.ପଦାର୍ଥ ବିଜ୍ଞାନ ଅଧ୍ୟାପକ ମଦନ ମୋହନ ସାହୁ, ଲାଇବ୍ରେରିଆନ ପଞ୍ଚାନନ ସାହୁ, ବଡବିଲ କଲେଜର ଅଧ୍ୟାପକ ଡକ୍ଟର ବି.କେ.ଗିରିି, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଉପ-ପରୀକ୍ଷା ନିୟନ୍ତ୍ରକ ରମାକାନ୍ତ ମହାନ୍ତ, ସହ ପରୀକ୍ଷା ନିୟନ୍ତ୍ରକ କ୍ଷୀରୋଦ ଚନ୍ଦ୍ର ମଲ୍ଲିକ, ପରୀକ୍ଷା ନିୟନ୍ତ୍ରକଙ୍କ ଷ୍ଟେନଗ୍ରାଫର ଉଜିତ କୁମାର ଦାସ, ବରିଷ୍ଠ ଆସିଷ୍ଟାଣ୍ଟ ତପନ କୁମାର ପାତ୍ର, ଜୁନିୟର ଆସିଷ୍ଟାଣ୍ଟ ହରିଶ୍ଚନ୍ଦ୍ର ପତି, ସେକ୍ସନ ଅଫିସର ଦେବେନ୍ଦ୍ର କୁମାର ପତି, ବିଦାୟୀ ପରୀକ୍ଷା ନିୟନ୍ତ୍ରକ ଡ.ଜୀବେନ୍ଦୁ କୁମାର ମନ୍ତ୍ରୀ ଏବଂ ଅନ୍ୟ କର୍ମଚାରୀମାନେ ଡ.ଗିରିଙ୍କ ଯୋଗଦନାକୁ ସ୍ବାଗତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩...

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ...

ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ

ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ...

ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ଶିମିଳିପାଳରେ ଏତିକିରେ ପହଞ୍ଚିଲା…

ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍‌ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା...

ବାରିପଦାରେ ଚାଞ୍ଚଲ୍ୟ: ପୋଖରୀରୁ ମିଳିଲା ନିଖୋଜ ଓକିଲଙ୍କ କାର, ପଚା ଗନ୍ଧରେ …

ବାରିପଦା,୨୪।୧୧(ନୀଳାଦ୍ରି ଦଣ୍ଡପାଟ): ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ନିଖୋଜ ଓକିଲଙ୍କ କାର ଉଦ୍ଧାର କରାଯଇଛି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ସାରସକଣା ଝାରପୋଖରିଆ ଥାନା...

ଜିନତ୍‌ ଶାବକଙ୍କ ଅପେକ୍ଷାରେ ଶିମିଳିପାଳ

ମହାରାଷ୍ଟ୍ରରୁ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟକୁ ୨୦୨୪ରେ ଅଣାଯାଇଥିବା ମହାବଳ ବାଘୁଣୀ ଜିନତ୍‌ ଉପରେ ରହିଛି ସମସ୍ତଙ୍କ ନଜର। କାରଣ କିଛିଦିନ ତଳେ ପିସିସିଏଫ୍‌ ପ୍ରେମ କୁମାର...

ପୁଣି ଜନନୀ ଯନ୍ତ୍ରଣା: ଖଟିଆରେ ପ୍ରସବ କଲେ ଗର୍ଭବତୀ

ଉଦଳା,୨୨ା୧୧(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ପଦ୍ମପୋଖରୀ ଗ୍ରାମରୁ ପୁଣି ଜନନୀ ଯନ୍ତ୍ରଣା ଖବର ସାମ୍ନାକୁ ଆସିଛି। ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣା...

କଳାବାଘ ‘କାଳିଆ’କୁ ନେଇ ଚର୍ଚ୍ଚା: ଶିମିଳିପାଳ ପାଇଁ ଆଣିଲେ ଗୌରବ

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ମହାବଳ ବାଘ କାଳିଆକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ପୂର୍ବତନ ପିସିସିଏଫ୍‌ ସୁଶାନ୍ତ ନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri