Posted inଖେଳ

ଉତ୍ତର କୋରିଆ ଜିତିଲା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌

ଅହମ୍ମଦାବାଦ, ୨୦ା୭ (ପି.ଟି.)-ଉତ୍ତର କୋରିଆ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଦଳ ୧-୦ ଗୋଲରେ ତାଜିକ୍‌ସ୍ତାନକୁ ହରାଇ ଦେଇଥିଲା। ଚାରୋଟି ଦେଶକୁ ନେଇ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲ ଦୁଇ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଦଳ ମଧ୍ୟରେ ହୋଇଥିଲା। ପ୍ରତିଯୋଗିତାରେ ଭାଗ ନେଇଥିବା ଅନ୍ୟ ଦୁଇ ଦଳ ହେଲେ ଗତଥରର ଚାମ୍ପିୟନ ତଥା ଆୟୋଜକ ଭାରତ ଏବଂ ସିରିଆ। ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ସିରିଆ ୮୫ତମ ସ୍ଥାନରେ ରହିଥିବାବେଳେ ଭାରତ ୧୦୧ ସ୍ଥାନରେ ରହିଛି। ତାଜିକ୍‌ସ୍ତାନ ୧୨୦ତମ ସ୍ଥାନରେ ରହିଥିବାବେଳେ ଉତ୍ତର କୋରିଆ ୧୨୨ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri