Posted inଜାତୀୟ

ଉତ୍ତର ଦେଉନି ବିକ୍ରମ ଲ୍ୟାଣ୍ଡର: ଯୋଗାଯୋଗର ସମ୍ଭାବନା କ୍ଷୀଣ

ଶ୍ରୀହରିକୋଟା,୧୬।୯ : ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ସମ୍ଭବ ହୋଇପାରୁନି। ନାସା ବିକ୍ରମ ପାଖକୁ ପଠାଇଥିବା ବାର୍ତ୍ତାର ଉତ୍ତର ଏପର୍ଯ୍ୟନ୍ତ ମିଳିନି। ସେପ୍ଟେମ୍ବର ୨୦-୨୧ପରେ ବିକ୍ରମ ସହିତ ଆଉ ଯୋଗାଯୋଗ କରାଯାଇପାରିବ ନାହିଁ। ଚନ୍ଦ୍ରରେ ୧୪ ଦିନ ଧରି ରାତି ଏହି ଦିନଠାରୁ ଆରମ୍ଭ ହେବ। ଏବେ ସେଠାରେ ଅପରାହ୍ନ ହୋଇଛି। ଚନ୍ଦ୍ରର ଦକ୍ଷିଣ ଗୋଲାର୍ଦ୍ଧରେ ରାତି ହେଲେ ତାପମାତ୍ରା ମାଇନସ୍‌ ୧୮୩ ଡିଗ୍ରୀ ସେଲସିୟସ୍‌ ହୋଇଯିବ। ଏଭଳି ନିମ୍ନ ତାପମାତ୍ରାରେ ବିକ୍ରମ ଲ୍ୟାଣ୍ଡରର ଇଲୋକ୍ଟ୍ରୋନିକ୍ସ୍‌ ଯନ୍ତ୍ରାଶଂ କାମ କରିବାକୁ ସକ୍ଷମ ହେବେ କି ନାହିଁ ତାହା ସନ୍ଦେହ ମଧ୍ୟରେ ରହିଛି। ତେବେ ଯନ୍ତ୍ରାଶଂ କାମ ନ କରିବାର ଆଶଙ୍କା ଅଧିକ ରହିଛି। ଦିନ ସମୟରେ ୧୪ ଦିନ ପାଇଁ ସେପ୍ଟେମ୍ବର ୭ରୁ ୨୧ ପର୍ଯ୍ୟନ୍ତ ଏହା ଚନ୍ଦ୍ରପୃଷ୍ଠରେ ୫ଶହ ମିଟର ଘୁରିବୁଲିବାର ଯୋଜନା କରାଯାଇଥିଲା। ତେବେ ଧୀରେ ଧୀରେ ଅବତରଣ ନ ହୋଇ ବିକ୍ରମ ଚନ୍ଦ୍ରପୃଷ୍ଠରେ ପିଟି ହୋଇ ଓଲଟି ପଡ଼ି ଆଣ୍ଟେନାର ଦିଗ ବୁଲି ଯିବାରୁ ଇସ୍ରୋ ସହିତ ଏହାର ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri