Posted inଜାତୀୟ

ଉତ୍ତର ପ୍ରଦେଶରେ ଚାଲିଛି ‘ଗୁଣ୍ଡାରାଜ’: ରାହୁଲ

ନୂଆଦିଲ୍ଲୀ,୩।୭: ଉତ୍ତର ପ୍ରଦେଶରେ ଶୁକ୍ରବାର ୮ ପୋଲିସଙ୍କ ମୃତ୍ୟୁକୁ ନେଇ ଏବେ ଆରମ୍ଭ ହୋଇଗଲାଣି ରାଜନୀତି। ଉତ୍ତର ପ୍ରଦେଶ କାନପୁରର ଏନ୍‌କାଉଣ୍ଟର ଘଟଣାରେ ୮ ପୋଲିସଙ୍କ ମୃତ୍ୟୁକୁ ନେଇ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେଉଁ ରାଜ୍ୟରେ ପୋଲିସକୁ ସୁରକ୍ଷା ମିଳୁନାହିଁ ସେଠି ସାଧାରଣ ଜନତାଙ୍କ କଥା ପଚାରେ କିଏ। ତେଣୁ ଭାଜପା ଶାସିତ ଏହି ରାଜ୍ୟରେ ‘ଗୁଣ୍ଡାରାଜ’ ଚାଲିଛି ବୋଲି ରାହୁଲ କହିଛନ୍ତି। ଏହାସହ ରାହୁଲ ଟୁଇଟ୍‌ କରି ଶହୀଦଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ଓ ଏହାସହ ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri