Categories: ଜାତୀୟ

ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ

ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍‌ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ପୂର୍ବରୁ ସେ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ କାମ କରିଛନ୍ତି। ଏହି ଉତ୍ସବରେ ପୂର୍ବତନ ରାଜ୍ୟପାଳ ରାମ ନାଏକ ମଧ୍ୟ ଉପସ୍ଥିତ ରହିଥିଲେ।

Share