Posted inଜାତୀୟ

ଉତ୍ତର ଭାରତରେ ଘନ କୁହୁଡି ଯୋଗୁ ବିଳମ୍ବରେ ଉଡିଲା ୫ ଶହ ବିମାନ

ନୂଆଦିଲ୍ଲୀ,୩୦।୧୨: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ତା’ ସାଙ୍ଗକୁ ଘନ କୁହୁଡି ସାଧାରଣ ଜୀବନଯାତ୍ରାରେ ବ୍ୟଘାତ ସୃଷ୍ଟି କରିଛି। ସୋମବାର ସକାଳେ କୁହୁଡି ଯୋଗୁ ଉତ୍ତର ପ୍ରଦେଶରେ ଏକ ଦୁର୍ଘଟଣା ଘଟିବାରୁ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଥିଲା। ଏପଟେ ରାଜଧାନୀ ଆକାଶରେ ଘନ କୁହୁଡି ଥିବାରୁ ସୋମବାର ପ୍ରାୟ ୫ଶହ ବିମାନ ବିଳମ୍ବରେ ଉଡିଥିବା କହିଛନ୍ତି ଦିଲ୍ଲୀ ବିମାନ ବନ୍ଦର ଅଧିକାରୀ। ସେହିପରି ୨୧ଟି ବିମାନର ଦିଗ ପରିବର୍ତ୍ତନ କରାଯାଇଥିବା ବେଳେ ୫ଟିର ଉଡାଣ ବାତିଲ କରାଯାଇଛି। ଘନ କୁହୁଡି ଯୋଗୁ ଟ୍ରେନ୍‌ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି। ପ୍ରବଳ ଶୀତରେ ଲୋକେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ନ ପାରି ଆହୁରି ଅସୁବିଧା ଭୋଗୁଥିବା ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri