‘ଉତ୍ତେଜନା ହ୍ରାସ ପାଇଁ ବହୁତ କିଛି କରାଯାଇଛି’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୁବ୍‌ଶୀଘ୍ର ସାକ୍ଷାତ୍‌ ହେବ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ ପାଇଁ ଅନେକ କିଛି କରାଯାଇଛି ବୋଲି ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି।
ଆମେରିକାର ହ୍ୟୁଷ୍ଟନରେ ଆସନ୍ତା ୨୨ରେ ହେବାକୁ ଥିବା ‘ହାଓ୍ବଡ଼ି ମୋଦି’ ମେଗା ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଟ୍ରମ୍ପ୍‌ ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ବୋଧିତ କରିବେ। ତେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ କେବେ ଓ କେଉଁଠି ସାକ୍ଷାତ୍‌ ହେବ ସେନେଇ ଟ୍ରମ୍ପ୍‌ କିଛି କହିନାହାନ୍ତି। ଅନ୍ୟପକ୍ଷରେ ମୋଦିଙ୍କ କାର୍ଯ୍ୟକ୍ରମରେ ଟ୍ରମ୍ପ୍‌ଙ୍କ ଯୋଗଦେବା ଫଳରେ ବିଶ୍ୱକୁ ଏକ ବାର୍ତ୍ତା ଯିବ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ମୋଦି ଆମେରିକା ଗସ୍ତ ବେଳେ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ସେ ୫୦,୦୦୦ ଭାରତୀୟଙ୍କୁ ହ୍ୟୁଷ୍ଟନରେ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri