Posted inଜାତୀୟ

ଉତ୍ସାହ ଆଗରେ ବୟସ ହାର ମାନିଲା: ପୋଲିଂ ବୁଥ୍‌ରେ ପହଞ୍ଚିଲେ ବରିଷ୍ଠ ନାଗରିକ

ପାଟନା, ୧୮।୪: ମନର ଉତ୍ସାହ ଆଗରେ ବୟସ ହାର ମାନିଛି। ଏହର ଉଦାହରଣ ଦେଖିବାକୁ ମିଳିଛି ବିହାର ଭାଗଲପୁରର ଏକ ମତଦାନ କେନ୍ଦ୍ରରେ। ଏଠାରେ ଜଣେ ରୋଗ ଶଯ୍ୟାରେ ପଡ଼ିଥିବା ଉର୍ମିଳା ନାମକ ଜଣେ ବୃଦ୍ଧା ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ପାଇଁ ବୁଥ୍‌ ନମ୍ବର ୩୯କୁ ଆସିଛନ୍ତି। ତାଙ୍କୁ ଜଣେ ସେନା ଯବାନ କୋଳରେ ବୋହି ଆଣିଥିଲେ। ସେହିପରି ହାତରେ ଆଶା ବାଡ଼ି ଧରି ୯୦ ବର୍ଷରୁ ଅଧିକ ବୟସ୍କ ବୃଦ୍ଧା ଉଷା ମଧ୍ୟ ଏହି ବୁଥ୍‌ରେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭।୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri