Posted inଜାତୀୟ

ଉତ୍ସାହ ଆଗରେ ହାର୍‌ ମାନିଛି ବୟସ: ୯୩ ବର୍ଷ ବୟସ୍କ ବୃଦ୍ଧ ଶିଖାଉଛନ୍ତି କୁସ୍ତି ଲଢ଼ିବା

ମଦୁରାଇ,୧୩।୭: ତାମିଲନାଡୁର ମଦୁରାଇରେ ବାସ କରୁଥିବା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ ଉତ୍ସାହ ଆଗରେ ବୟସ ହାର୍‌ ମାନିଛି। ସେ ସ୍ଥାନୀୟ ଯୁବକଙ୍କୁ କୁସ୍ତି ଲଢ଼ିବା ଶିଖାଉଛନ୍ତି। ଏଠାରେ ବାସ କରୁଥିବା ପାଲାନି ନାମକ ଏହି ବୃଦ୍ଧ ଜଣଙ୍କ ୧୯୯୪ରେ କୁସ୍ତି ସ୍କୁଲ ଆରମ୍ଭ କରିଥିଲେ। ଗତ ୭୫ ବର୍ଷ ଧରି ସେ କୁସ୍ତି ଲଢ଼ିବାର ସ୍ବତନ୍ତ୍ର କୌଶଳ ସମ୍ପର୍କରେ ଯୁବକଙ୍କୁ ଶିକ୍ଷାଦାନ ଜାରି ରଖିଛନ୍ତି। ନିଜେ କୁସ୍ତି ରିଙ୍ଗ୍‌ରେ ପ୍ରବେଶ କରି ଯୁବକଙ୍କ ଭୁଲ୍‌କୁ ସୁଧାରିବା ସହିତ ଶିକ୍ଷାର୍ଥୀଙ୍କୁ ସେ ଉତ୍ସାହିତ କରିଥାନ୍ତି। ଏବେ ପାଲାନିଙ୍କ କୁସ୍ତି ଶିଖାଉଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri