Posted inଜାତୀୟ

ଉଦ୍ଧବଙ୍କ ଲୋଭନୀୟ ଯୋଜନା: ଟଙ୍କାଏରେ ଚିକିତ୍ସା; ଚାଷୀଙ୍କ ଋଣ ଛାଡ଼

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ଲୋକଙ୍କ ପାଇଁ ଲୋଭନୀୟ ଯୋଜନା ଘୋଷଣା କରିଛନ୍ତି। ଶାସନ ଆରମ୍ଭ ହେବା ପୂର୍ବରୁ ମେଣ୍ଟ ସରକାରଙ୍କ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଲୋକଙ୍କୁ ଟଙ୍କାଏରେ ଚିକିତ୍ସା ସୁବିଧା ଦେବା ସହିତ ଚାଷୀଙ୍କ ଋଣ ଛାଡ଼ ପାଇଁ ଏଥିରେ କୁହାଯାଇଛି। ଚାଷୀଙ୍କ ଲାଗି ସରକାର ନୂଆ ଫସଲ ବୀମା ଯୋଜନା ଆଣିବେ ବୋଲି ଘୋଷଣା ପତ୍ରରେ ଦର୍ଶାଯାଇଛି। ଚାକିରି କ୍ଷେତ୍ରରେ ସ୍ଥାନୀୟ ଲୋକଙ୍କ ପାଇଁ ୮୦ ପ୍ରତିଶତ ସଂରକ୍ଷଣ ଉପରେ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମରେ ଜୋର୍‌ ଦିଆଯାଇଛି। ଗରିବ ପିଲାଙ୍କୁ ମାଗଣା ଶିକ୍ଷା ସହିତ ମହିଳାଙ୍କ ସୁରକ୍ଷାକୁ ଏଥିରେ ଅଧିକ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri