Posted inଜାତୀୟ

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିବା ସୂଚନା ରହିଛି। ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟରେ ମହାରାଷ୍ଟ୍ରରେ ସରକାର ଗଠନ ହେବାକୁ ଯାଉଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଦିଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri