Posted inଫୁରସତ

ଉଦ୍ଧବଙ୍କ ସୁପର୍‌ ଆଇଡିଆ

ଆସାମର ଉଦ୍ଧବ କୁମାର ଭରାଲି, ତାଙ୍କ ଭିତରେ ସୁପର୍‌ ଆଇଡିଆ ଭରପୂର୍‌ ହୋଇ ରହିଛି। ଯେଉଁଥିପାଇଁ ଅନେକ ତାଙ୍କୁ ଚଳନ୍ତା ପାୱାର୍‌ ହାଉସ୍‌ ବୋଲି ମଧ୍ୟ କହିଥାନ୍ତି। ନିଜର ଅଦ୍ଭୁତ ଉପାୟ ମାଧ୍ୟମରେ ସେ ବଡ଼ରୁ ବଡ଼ ସମସ୍ୟାର ସରଳ ସମାଧାନ କରିବାରେ ସିଦ୍ଧହସ୍ତ। ଉଦ୍ଧବଙ୍କ ଚିନ୍ତାଶକ୍ତି ସାଧାରଣ ଲୋକଙ୍କ ଚିନ୍ତାଶକ୍ତିଠାରୁ ସମ୍ପୂର୍ଣ୍ଣ ଅଲଗା। ସେ ନିଜ ଜୀବନରେ ଅନେକ ପ୍ରତିବନ୍ଧକର ସାମ୍ନା କରିଛନ୍ତି। କିନ୍ତୁ କୌଣସି ଥିରେ ହାର୍‌ ନ ମାନି ତା’ର ସମାଧାନ ଦିଗରେ ସର୍ବଦା ଅଗ୍ରସର ହୋଇଛନ୍ତି। ୫୫ବର୍ଷୀୟ ଉଦ୍ଧବ ୨୦୦୫ ମସିହାରେ ଦେଶୀ ସାମଗ୍ରୀ ମାଧ୍ୟମରେ ଚାଉଳ ବଟା ମେସିନ୍‌ ତିଆରି କରିଥିଲେ। ତାଙ୍କର ଏହି ଟ୍ୟାଲେଣ୍ଟ ଯୋଗୁ ନ୍ୟାସନାଲ୍‌ ଇନୋଭେସନ୍‌ ଫାଉଣ୍ଡେସନ୍‌ ଦ୍ୱାରା ପୁରସ୍କୃତ ମଧ୍ୟ ହୋଇଥିଲା। ୨୦୦୬ରେ ଡାଳିମ୍ବରୁ ଦାନା କାଢ଼ିବାର ଅଲଗା ଆବିଷ୍କାର କଲେ, ଯାହା ପୂରା ଦୁନିଆକୁ ଆଶ୍ଚର୍ଯ୍ୟଚକିତ କରି ରଖିଥିଲା। କାରଣ ଅନେକ ଦେଶ ଏହି ଆବିଷ୍କାର ପାଇଁ ବର୍ଷ ବର୍ଷ ଧରି ପ୍ରୟାସ ଜାରି ରଖିଥିଲେ, ଯାହାର ସରଳ ସମାଧାନ ଉଦ୍ଧବ କରିଦେଖାଇଛନ୍ତି। କେବଳ ସେତିକି ନୁହେଁ, ସେ ଦିବ୍ୟାଙ୍ଗଙ୍କ ପାଇଁ ଏଭଳି ଏକ ଫିଡିଙ୍ଗ୍‌ ଆଣ୍ଡ୍‌ କ୍ଲିନିଙ୍ଗ୍‌ ଡିଭାଇସ୍‌ ତିଆରି କରିଛନ୍ତି, ଯାହା ହାତ ନ ଥିବା ଲୋକଙ୍କୁ ବିଭିନ୍ନ କାମରେ ସାହା୍ଯଯ କରିବ। ଭାରତର ରାଷ୍ଟ୍ରପତି ଉଦ୍ଧବଙ୍କ ଏହି ବିଚକ୍ଷଣ ବୁଦ୍ଧିକୁ ଦେଖି ୨୦୦୯ରେ ସମ୍ମାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri