ଉଦ୍ଧବ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ରାକ୍ଷୀ ବହୁତ ଖୁସି: ଭିଡିଓ ଶେୟାର କରି କହିଲେ ‘ତାଙ୍କ ଡିଏନ୍‌ଏରେ ରାଜନୀତି’

ବମ୍ବେ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦକୁ ନେଇ ବିଗତ କିଛି ଦିନ ଧରି ଟଣାଓଟରା ଲାଗିରହିଥିଲା। ଶେଷରେ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି। ତେବେ ଏହାକୁ ନେଇ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ବେଶ୍‌ ଖୁସି। ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ଉଦ୍ଧବ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ସେ ପ୍ରାର୍ଥନା କରିଥିବା କହିଛନ୍ତି। ସେ ମୁଖ୍ୟମନ୍ତ୍ରୀ ହେଲେ ମରାଠୀମାନଙ୍କ ପାଇଁ ଭଲ। ତାଙ୍କ ଡିଏନ୍‌ଏରେ ରାଜନୀତି ଅଛି। ପାଓ୍ବାରଙ୍କ ଏହା ଭଲ ନିଷ୍ପତ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?