Posted inଜାତୀୟ

ଉଦ୍ଧବ ସରକାରଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ମୁମ୍ବାଇ,୫।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗତ ଡିସେମ୍ବର ୩୦ରେ କରାଯାଇଥିଲା। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇ ଏହାର ଏକ ତାଲିକା ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା। ରବିବାର ସକାଳେ ରାଜ୍ୟପାଳ ଭଗତ ସିଂହ କୋଶିୟାରି ଏହାକୁ ଅନୁମୋଦନ କରିଥିବା ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏଥିରେ ଏନ୍‌ସିପି ନେତା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ଅର୍ଥ ବିଭାଗ ମିଳିଥିବା ବେଳେ ଅନୀଲ ଦେଶମୁଖ ରାଜ୍ୟର ନୂତନ ସ୍ବରାଷ୍ଟ୍ର ମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ସେହିପରି ଆଦିତ୍ୟ ଠାକରେଙ୍କୁ ପର୍ଯ୍ୟଟନ ଓ ପରିବେଶ ବିଭାଗ ମିଳିଛି। ସୋମବାରର ବୈଠକ ପରେ ଆଦିତ୍ୟ ତାଙ୍କ ଦାୟିତ୍ୱ ସମ୍ଭାଳିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri