Posted inଜାତୀୟ

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ ନେଇ ଶୁକ୍ରବାର ୩ ଦଳ ମିଶି ଏକ ବୈଠକର ଆୟୋଜନ କରିଥିଲେ। ଏହି ବୈଠକ ଚାଲିଥିବା ବେଳେ ବିଶେଷ ସୂରୁ ମିଳିଥିବା ସୂଚନା ଅନୁଯାୟୀ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିପାରନ୍ତି। ଆଉ ପ୍ରକୃତ ପ୍ରାର୍ଥୀ ହୋଇଥିବା ଆଦିତ୍ୟ ଠାକରେଙ୍କୁ ଶିକ୍ଷା ବିଭାଗ ମିଳିପାରେ ବୋଲି ଆଲୋଚନା ହେଉଛି। ଭାରତୀୟ ଜନତା ପାର୍ଟି ସହ ମେଣ୍ଟ ଭାଙ୍ଗିବା କାରଣରୁ ଏବେ ଏନ୍‌ସିପି ଓ କଂଗ୍ରେସକୁ ନେଇ ଶିବସେନା ଯେଉଁ ମେଣ୍ଟ ସରକାର ଗଠନ କରିବ ସେଥିରେ ମନ୍ତ୍ରୀ ପଦକୁ ନେଇ ଏବେ ଚାଲିଛି ବିଚାର ବିମର୍ଷ। ତେଣୁ ପୂର୍ବରୁ ଯାହା ଶୁଣାଯାଉଥିଲା କି ଶିବସେନା ପ୍ରାର୍ଥୀ ଆଦିତ୍ୟ ମୁଖ୍ୟମନ୍ତ୍ରୀ ହେବେ ଏବେ କିନ୍ତୁ ଉଦ୍ଧବ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ଆଲୋଚନା ଯୋର ଧରିଲାଣି। ସୂଚନାଯୋଗ୍ୟ, ଠାକରେ ପରିବାରର ପ୍ରଥମ ସଦସ୍ୟଭାବେ ଆଦିତ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାରୁ ସେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଶିବସେନା କର୍ମୀ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri