ରସୁଲପୁର,୧୪।୮(ଡି.ଏନ୍.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ହାଟରେ ଥିବା ଏକ ଜଳଖିଆ ଦୋକାନରୁ ମଙ୍ଗଳବାର ଅପରାହ୍ନରେ କୁଆଖିଆ ପୋଲିସ ପକ୍ଷରୁ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି ା ତାଙ୍କୁୁ ଯାଜପୁର ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଛି। ଉକ୍ତ ଜଳଖିଆ ଦୋକାନରେ ଜଣେ ନାବାଳକ କାମ କରୁଥିବା ନେଇ ପୋଲିସ ନଜରକୁ ଆସିଥିଲା। ପରେ ପୋଲିସ ଯାଇ ସେଠାରେ ପଚରାଉଚରା କରାଯିବାରୁ ଉକ୍ତ ନାବାଳକଙ୍କ ବୟସ ୧୬ ଏବଂ ତାଙ୍କ ଘର କୁଆଖିଆ ଥାନା ଅନ୍ତର୍ଗତ ଓଡିଶୋ ପଞ୍ଚାୟତର ଅର୍ତ୍ତିଆ କୁସୁନପୁର ଗାଁରେ ବୋଲି ଜଣାପଡ଼ିଥିଲା। ମାତ୍ର ନାବାଳକ ଜଣକ ବେସାହାରା ଅଟନ୍ତି। ପିଲାଟିବେଳୁ ତାଙ୍କ ମାବାପା ମରିଯାଇଛନ୍ତି ା ଜଳଖିଆ ଦୋକାନ ମାଲିକ ତାଙ୍କୁ ରଖି ଖାଇବାକୁ ଦେଉଥିଲେ। ସେ ଏହି ଦୋକାନରେ କାମ କରିବାକୁ ରହି ନ ଥିବା ଜଣାଇବା ପରେ ପୋଲିସ ଦୋକାନୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ।
Posted inଆମ ଜିଲା ଖବର, ଯାଜପୁର View All
ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ
ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…
ପ୍ରଶ୍ନପତ୍ର ଲିକ୍, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…
ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…
ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…
ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ
ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…
ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…
ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…
ଚେକ୍ ଡ୍ୟାମ୍ ନିର୍ମାଣକୁ ଚାଷୀଙ୍କ ବିରୋଧ
ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…
ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ
ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…
Archives

