Posted inଖେଳ

ଉଦ୍‌ଘାଟନୀ ଦିବସରେ ମୁମ୍ବାଇ-ଚେନ୍ନାଇ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୨(ପି.ଟି.)- ଗତ ସଂସ୍କରଣର ଫାଇନାଲ ଭଳି ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଆଇପିଏଲ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଭରତ ଓ ଦକ୍ଷିଣ ଆଫ୍ରିକା ସିରିଜ୍‌ ଆସନ୍ତା ମାସ ୧୮ ତାରିଖରେ ଶେଷ ହେବ। ଏହାର ୧୧ ଦିନ ପରେ ଆଇପିଏଲ ଆରମ୍ଭ ହେବ। ଇଣ୍ଡିଆନ ପ୍ରିମିୟର ଲିଗ୍‌ର ନକଆଉଟ୍‌ ପର୍ଯ୍ୟାୟର କାର୍ଯ୍ୟସୂଚୀ ପରେ ପ୍ରକାଶ ପାଇବ। କିନ୍ତୁ ମେ ୨୪ ତାରିଖରେ ଫାଇନାଲ ଖେଳାଯିବ ଧାର୍ଯ୍ୟ ହୋଇସାରିଛି। ପୂର୍ବ ସଂସ୍କରଣଗୁଡ଼ିକ ଭଳି ଶନିବାର ଡବଲ ହେଡର (ଦୁଇଟି ମ୍ୟାଚ୍‌) ଖେଳାଯିବ ନାହିଁ। ଫଳରେ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ଗୁଡ଼ିକ ପାଇଁ ଅଧିକ ଗୋଟେ ସପ୍ତାହ ଲାଗିବ। ପୂରା ସିଜନରେ ମାତ୍ର ୬ଟି ଡବଲ ହେଡର ପ୍ରତ୍ୟେକ ରବିବାର ଖେଳାଯିବ। ମେ ୧୭ ତାରିଖରେ ହେବାକୁ ଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ। ରାଜସ୍ଥାନ ରୟାଲ୍ସ ବ୍ୟତୀତ ଅନ୍ୟ ୭ ଫ୍ରାଞ୍ଚାଇଜ ସେମାନଙ୍କ ମୂଳ ଘରୋଇ ଭେନ୍ୟୁ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri