ଧାମନଗର, ୩୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକରେ ନୂତନ ଭାବେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଶୁକ୍ରବାର ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଗୁରୁବାର ରାତିରେ ଉଦ୍ଘାଟନ ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଫଳକରେ ସ୍ଥାନୀୟ ବିଧାୟକଙ୍କ ନାମ ଥିବାରୁ କେହି ବିରୋଧୀ ଏଭଳି କାମ କରିଥିବା ଚର୍ଚ୍ଚା ହେଉଛି। ଏହି ଘଟଣାରେ ଫଳକ ଲଗାଇଥିବା ଜିଲା ଶିକ୍ଷାଧିକାରୀଙ୍କୁ ସ୍ଥାନୀୟ ଲୋକେ ଘେରି ବିଧାୟକଙ୍କ ନାମ ଉଲ୍ଲେଖ କରାଯିବା ନେଇ ପ୍ରଶ୍ନ କରିଛନ୍ତି। ଖବର ଲେଖା ହେବା ବେଳକୁ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ।
Posted inଆମ ଜିଲା ଖବର, ଭଦ୍ରକ View All
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ
ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
Archives

