Posted inଜାତୀୟ

ଉନ୍ନାଓ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚିଲେ ସିବିଆଇ ଟିମ୍‌

ରାଏବରେଲି,୩୧।୭: ଏକ କାର୍‌ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି। ଏହି ମାମଲାର ଯାଞ୍ଚ୍‌ ପାଇଁ ସିବିଆଇ ୧୨ ଜଣିଆ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଖୁବଶୀଘ୍ର ଗିରଫ ଟ୍ରକ୍‌ ଡ୍ରାଇଭର୍‌ ଏବଂ କ୍ଲିନ୍‌ରଙ୍କୁ ପଚରାଉଚୁରା କରାଯିବ ବୋଲି ଜଣାପଡିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବିଧାୟକ କୁଲଦୀପ ସେନଗାର, ତାଙ୍କ ଭାଇ ମନୋଜ ସମେତ ୨୫ ଜଣଙ୍କ ବିରୋଧରେ ସିବିଆଇ ବୁଧବାର ଲକ୍ଷ୍ନୌର ଦୁର୍ନୀତି ନିବାରଣ ଶାଖାରେ ମାମଲା ରୁଜୁ କରିଛି। ସେମାନଙ୍କ ବିରୋଧରେ ହତ୍ୟା, ହତ୍ୟା ଉଦ୍ୟମ ଏବଂ ଅପରାଧିକ ଷଡଯନ୍ତ୍ର ଧାରାରେ ମାମଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ପୀଡ଼ିତା ନିଜର ମାଉସୀ ଏବଂ ଓକିଲଙ୍କ ସହିତ ରାଏବରେଲି ଆସୁଥିବାବେଳେ ବାଟରେ ତାଙ୍କ କାରକୁ ଏକ ଟ୍ରକ ଧକ୍କା ଦେଇଥିଲା। ଏଥିରେ ତାଙ୍କ ମାଉସୀ ମୃତ୍ୟୁ ଘଟିଥିଲା ବେଳେ ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri