Posted inଜାତୀୟ

ଉନ୍ନାଓ ମାମଲାରେ ନ୍ୟାୟ ଦାବି: ବିଧାନସଭା ସମ୍ମୁଖରେ ଧାରଣାରେ ବସିଲେ ଅଖିଳେଶ

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓ ଘଟଣାରେ ଇତିମଧ୍ୟରେ ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ନ୍ୟାୟ ଦାବି କରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ବିଧାନସଭା ସମ୍ମୁଖରେ ଧାରଣା ଦେଇଛନ୍ତି। ତାଙ୍କ ସହିତ ନରେଶ ଉତ୍ତମ ଏବଂ ରାଜେନ୍ଦ୍ର ଚୌଧୁରୀ ମଧ୍ୟ ଧାରଣାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଅପରାଧ ନିୟନ୍ତ୍ରଣ କରିବାରେ ଅସଫଳ ଥିବା ସେ କହିଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ପ୍ରତି ଅପରାଧୀମାନେ ଭୟ କରୁ ନ ଥିବାବେଳେ ଜାମିନ୍‌ରେ ଆସି ମଧ୍ୟ ହତ୍ୟା କରୁଥିବା ଅଭିଯୋଗ ସମାଜବାଦୀ ନେତାମାନେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri