ଉପକାରୀ ପୁଦିନା: ଜାଣନ୍ତୁ ଗ୍ରୀଷ୍ମଋତୁରେ କିପରି କରିବେ ବ୍ୟବହାର

ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବାକୁ ପଡ଼ିଥାଏ। କାରଣ ଏହି ଋତୁରେ ସ୍ବାସ୍ଥ୍ୟ ଖରାପ ହେବାର ଅଧିକ ଆଶଙ୍କା ଦେଖାଯାଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ଏହି ଋତୁରେ ସୁସ୍ଥ ରହିବା ସହ ଗରମରୁ ମୁକ୍ତି ପାଇବା ଲାଗି ପୁଦିନା ବ୍ୟବହାର କରିବା ଜରୁରୀ। ଏହାକୁ ବ୍ୟବହାର କରିବା ଫଳରେ ସ୍ବାସ୍ଥ୍ୟ ଭଲ ରହିଥାଏ । ତେବେ ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ…
-ପେଟ ଜନିତ ସମସ୍ୟା ଲାଗି ପୁଦିନା ବେଶ୍‌ ଲାଭଦାୟକ। ଗ୍ରୀଷ୍ମଦିନେ ଏହା ପେଟର ଉତ୍ତାପକୁ କମ୍‌ କରିଥାଏ।

-ଗ୍ରୀଷ୍ମଦିନେ ପାଦତଳ ପୋଡୁଥିଲେ ଫ୍ରିଜ୍‌ରେ ଥିବା ପୁଦିନା ପତ୍ରକୁ ବାଟି ପାଦରେ ଲଗାଇଲେ ଏହା ଭଲ ହୋଇଯାଇଥାଏ।

– ଏହାର ଚଟଣି ସ୍ବାଦିଷ୍ଟ ହେବା ସହ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଖରାଦିନେ ଭୋକ ଲାଗୁ ନ ଥିଲେ ଏହାର ଚଟଣି ଖାଇଲେ ଭୋକ ହୋଇଥାଏ।

– କାଶ ହେଉଥିଲେ ପୁଦିନା ପତ୍ର ଏବଂ ଅଦାରସ ସହିତ କିଛି ମହୁ ମିଶାଇ ପିଇଲେ ଉପଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri