ଉପକାରୀ ଶିମ୍ବ: ଚର୍ମରୋଗ ସହ ନାନାଦି ସମସ୍ୟାରୁ ମୁକ୍ତି ଦିଏ

ବର୍ତ୍ତମାନର ଜୀବନଶୈଳୀ ଏବଂ ପ୍ରଦୂଷଣ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ତନ୍ମଧ୍ୟରୁ ଚର୍ମ ରୋଗ ଅନ୍ୟତମ। ଏହା ପ୍ରଦୂଷଣ ଜଳ ଓ ବାୟୁ ସଂସ୍ପର୍ଶରେ ଆସି ହୋଇଥାଏ। ବେଳେବେଳେ ଏହା ରକ୍ତ ଅପରିଷ୍କାର ହେଲେ ମଧ୍ୟ ହୋଇଥାଏ। ତେବେ ଏହି ଚର୍ମ ରୋଗଜନିତ ସମସ୍ୟାରୁ ମୁକ୍ତି ଦେଇଥାଏ ଶିମ୍ବ।
ଶିମ୍ବରେ ଏପରି କିଛି ତତ୍ତ୍ୱ ରହିଥାଏ ଯାହା ରକ୍ତକୁ ପରିଷ୍କାର କରିଥାଏ। ରକ୍ତ ସଫା ହେବା ଫଳରେ ତ୍ୱଚା ସମ୍ପର୍କିତ ରୋଗ ହେବା ଆଶଙ୍କା ଦୂର ହୋଇଥାଏ। ମହିଳାମାନେ ଏହା ଖାଇବା ଉଚିତ। ସ୍ବତନ୍ତ୍ର ଭାବେ ଯେଉଁମାନଙ୍କର ମାସିକ ଋତୁସ୍ରାବରେ ଅନିୟମିତତା ଦେଖାଯାଇଥାଏ, ସେମାନେ ଏହାକୁ ଖାଇବା ଜରୁରୀ। ଶିମ୍ବ କୋଷ୍ଠକାଠିନ୍ୟ ଦୂର କରିବା ସହ ଏହାର ରସକୁ କୌଣସି କୀଟ କାମୁଡିଥିବା ସ୍ଥାନରେ ଲଗାଇଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri