ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ୪ ଦଫା ଦାବି ନେଇ ଜାତୀୟ ଯୁବ ପ୍ରକଳ୍ପର ସଭ୍ୟମାନେ କରଞ୍ଜିଆ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରତୀକ ଧାରଣାରେ ବସିଥିଲେ। କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଖାଲିପଡ଼ିଥିବା ଡାକ୍ତର ପଦବୀ ପୂରଣ କରିବା, ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀମାନଙ୍କୁ ସେମାନଙ୍କ ଜମାଅର୍ଥ ରାଶି ଫେରସ୍ତ ନିମନ୍ତେ ପଦକ୍ଷେପ ନେବା, କରଞ୍ଜିଆଠାରେ ଏକ ପୂର୍ଣ୍ଣକାଳୀନ ଅତିରିକ୍ତ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ଖୋଲିବା, ୨ ମାସ ହେବ ଖାଲିପଡ଼ିିଥିବା ଉପଜିଲାପାଳ ପଦବୀରେ ସ୍ଥାୟୀ ଉପଜିଲାପାଳଙ୍କୁ ଅବସ୍ଥାପିତ କରାଯିବା ଦାବି ଉଲ୍ଲେଖ ରହିଛି। ଆଗାମୀ ୬ ଦିନ ପର୍ଯ୍ୟନ୍ତ ପ୍ରତୀକ ଧାରଣା ଦିଆଯିବା ପରେ ଦାବି ପୂରଣ ନ ହେଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବିଧାୟିକା, ଜିଲାପାଳଙ୍କୁ ଅବଗତ କରାଯାଇ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଜାତୀୟ ଯୁବ ପ୍ରକଳ୍ପର ଆବାହକ ସଚ୍ଚିଦାନନ୍ଦ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?