ଉପଜିଲାପାଳଙ୍କ ଚଢ଼ାଉ, ମଦ ଜବତ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଶୁକ୍ରବାର ରାତିରେ ମହୀଧରପୁର, ବନ୍ତଳା ଓ ସୀମାନ୍ତ କଂସରା ଅଞ୍ଚଳରେ ଚଢ଼ାଉ କରିଛନ୍ତି । ଏହି ସମୟରେ ବଜାରର ସ୍ଥିତି ପରଖିବା ସହ ଲକଡାଉନବେଳେ କିଛି ଢାବା ବେଆଇନ ଭାବେ ଖୋଲାଥିବା ଦେଖି ସେଠାରେ ଚଢ଼ାଉ କରିଥିଲେ । କଂସରା ଛକଠାରେ ଥିବା ଢାବାରୁ ବିପୁଳ ପରିମାଣର ମଦ ଜବତ ପରେ ହିନ୍ଦୋଳ ଥାନାକୁ ପଠାଯାଇଛି । ବେଆଇନ ଭାବେ ମଦ ବିକ୍ରି କରିବା ଓ ଲକଡାଉନ ନିୟମ ଉଲ୍ଲଂଘନ କରିବା ନେଇ ହିନ୍ଦୋଳ ଥାନାରେ ୨ଟି ମାମଲା ରୁଜୁ କରାଯାଇଥିବା ଉପଜିଲାପାଳ ସୂଚନା ଦେଇଛନ୍ତି । ଉପଜିଲାପାଳଙ୍କ ସହ ଅନୁଗୋଳ ଅତିରିକ୍ତ ତହସିଲଦାର ଚଢ଼ାଉରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?