Posted inଜାତୀୟ

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ ଭାଜପା ନେତୃତ୍ୱ ତୁରନ୍ତ ଆକ୍ସନ ମୋଡ୍‌କୁ ଆସିଛି ଏବଂ ଦଳ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।

ଦତିଆ ଉପନିର୍ବାଚନରେ ପରାଜୟର କାରଣ ସମୀକ୍ଷା ପାଇଁ ଭାଜପା ଦୁଇ ସଦସ୍ୟ ବିଶିଷ୍ଟ ଏକ କମିଟି ଗଠନ କରିଛି। ପ୍ରଦେଶ ମହାମନ୍ତ୍ରୀ ଗୌରବ ରଣଦିଭେ ଏବଂ ପୂର୍ବତନ ସଂଗଠନ ମନ୍ତ୍ରୀ ଅମ୍ବାରାମ କରାଡାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି।

ଏହି ଦୁଇ ସଦସ୍ୟ ନିର୍ବାଚନ ପ୍ରଚାରରେ ସାମିଲ ହୋଇଥିବା ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଭାଜପାର ପଦାଧିକାରୀଙ୍କ ସହ ଆଲୋଚନା କରି ପରାଜୟର କାରଣ ଅନୁଧ୍ୟାନ କରିବେ।

ଆଲୋଚନା ଶେଷ ହେବା ପରେ କମିଟି ନିଜର ରିପୋର୍ଟ ଭାଜପା ହାଇକମାଣ୍ଡଙ୍କୁ ପ୍ରଦାନ କରିବ। ଏହି ରିପୋର୍ଟ ଆଧାରରେ ସମସ୍ତଙ୍କ ଦାୟିତ୍ୱ ନିର୍ଦ୍ଧାରଣ କରାଯିବ। ଦାୟିତ୍ୱ ନିର୍ଦ୍ଧାରଣର ନିଷ୍ପତ୍ତି ପରେ ପରାଜୟ ପାଇଁ ଦାୟୀ ନେତାମାନଙ୍କ ବିରୋଧରେ ଦଳ କଠୋର କାର୍ଯ୍ୟାନୁଷ୍ଠାନ ନେଇପାରେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri