ଉପସ୍ଥାନ ଯାଞ୍ଚ କଲେ ଉପଜିଲାପାଳ

ବନ୍ତଳା,୧ା୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳାସ୍ଥିତ ଶ୍ରୀ ଚନ୍ଦ୍ରଶ୍ରେଖର ଜୁନିୟର ମହାବିଦ୍ୟାଳୟ, ଯୁକ୍ତ ତିନି ଉଚ୍ଚତର ଶିକ୍ଷା ମହାବିଦ୍ୟାଳୟ ଓ ପାତେଳି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୁରୁବାର ଉପଜିଲାପାଳ ବାସୁଦେବ ଶତପଥୀ ଅଚାନକ ଗ୍ରସ୍ତ କରିଥିଲେ। ପ୍ରଥମେ ପାତେଳି ପ୍ରାଥମିକ ବିଦ୍ୟାଳୟରେ ଉପଜିଲାପାଳ ପହଞ୍ଚି ମଧ୍ୟାହ୍ନ ଭୋଜନ, ଉପସ୍ଥାନ, ପରିମଳ ଓ ଶିକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ପରେ ବନ୍ତଳା ଯୁକ୍ତ ତିନି ଓ ଯୁକ୍ତ ଦୁଇ ମହାବିଦ୍ୟାଳୟକୁ ଯାଇ ଅଧ୍ୟାପିକା, ଅଧ୍ୟାପକଙ୍କ ବାଓମେଟ୍ରିକ ଉପସ୍ଥାନ ଯାଞ୍ଚ କରିଥିଲେ। ଏଥିସହିତ ମହାବିଦ୍ୟାଳୟର ବିଭିନ୍ନ କାଗଜପତ୍ର ତନଖି କରିଥିଲେ। ପିଲାମାନଙ୍କୁ ପାଠ ପଢା ବିଷୟରେ ପଚାରି ବୁଝିବା ସହିତ ମହାବିଦ୍ୟାଳୟରେ ଲାଗିଥିବା ସିସିଟିଭି କ୍ୟାମେରାରେ ପିଲାମାନଙ୍କ ପାଠ ପଢା ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri