ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା ମା… ନାମକ ଏକ ସାଂସ୍କୃତିକ ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ଉପାନ୍ତ ଅଞ୍ଚଳରେ କଳା ଓ ସଂସ୍କୃତିକୁ ଭଲ ପାଉଥିବା ଶ୍ରୀମତୀ ଜେନାଙ୍କ ତତ୍ତ୍ୱାବଧାନରେ ଏହି ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ପବିତ୍ର ଜନ୍ମାଷ୍ଟମୀ ଅବସରରେ ଯୋଡ଼ା ଲକ୍ଷ୍ମୀ ପଡିଆଠାରେ ଶୁଭାରମ୍ଭ ହୋଇଥିବା ସା ରେ ଗା ମା… ନାମକ ଏହି ସଂଗୀତ ବିଦ୍ୟାଳୟ ଅନୁଷ୍ଠାନ କଳା ପ୍ରତି ରୁଚି ରଖିଥିବା କଳାକାରଙ୍କ ଇଚ୍ଛା ପୂରଣ କରିବ ବୋଲି ଅନୁଷ୍ଠାନର ପ୍ରୟୋଜିକା ଜେନା କହିଛନ୍ତି। କ୍ଷେତ୍ରବାସୀ ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି ଶୁଭାରମ୍ଭ ଉତ୍ସବରେ ମୁଖ୍ୟଅତିଥି ଭାବେ ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ସମ୍ମାନିତ ଅତିଥିଭାବେ ଯୋଡା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ, ପ୍ରସିଦ୍ଧ ଶାସ୍ତ୍ରୀୟ ସଂଗୀତ ବିଶାରଦ ତଥା ଓଡ଼ିଆ ଚଳଚ୍ଚିତ୍ର ସଂଗୀତ ନିର୍ଦ୍ଦେଶକ ଶାନ୍ତନୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri