ଉମରକୋଟରେ ଭାଜପାର ନିତ୍ୟାନନ୍ଦ ଗଣ୍ଡ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବିଜୟୀ ହୋଇଛି। ଭାଜପାର ନିତ୍ୟନନ୍ଦ ଗଣ୍ଡ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ସୁବାସ ଗଣ୍ଡଙ୍କୁ ୯,୭୬୩ ଭୋଟରେ ହରାଇଛନ୍ତି। ଗଣତିରେ ମୋଟ ୧,୫୨,୭୪୬ ଭୋଟିଂ ମଧ୍ୟରୁ ନିତ୍ୟାନନ୍ଦ ଗଣ୍ଡଙ୍କୁ ୫୯,୬୬୩, କଂଗ୍ରେସର ଯଶୋଦା ଗଣ୍ଡଙ୍କୁ ୩୨,୩୦୭, ବିଏସ୍‌ପିର ସୁଦର ଭତରାଙ୍କୁ ୩,୭୩୬, ବିଜେଡିର ସୁବାସ ଗଣ୍ଡଙ୍କୁ ୪୯,୯୦୦ ଓ ସମତାକ୍ରାନ୍ତି ଦଳର ଲଖିରାମ ଗଣ୍ଡଙ୍କୁ ୨୯୬୦ଟି ଭୋଟ ମିଳିଛି। ୪୧୮୦ଟି ଭୋଟ ନୋଟାକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri