ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍‌ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ତାଙ୍କ ବିରୋଧରେ ରହିଥିବା ସମସ୍ତ ମାମଲାର ଶୁଣାଣି ଶେଷ କରିବା ଲାଗି ହାଇକୋର୍ଟ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ସମୟ ମଧ୍ୟରେ ମାମଲା ଶେଷ ନ ହୁଏ ତେବେ ସେ ନିମ୍ନ ଅଦାଲତରେ ଅନ୍ତରୀଣ ଜାମିନ ଲାଗି ଆବେଦନ କରିପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।
ସୂଚନାଥାଉ କି, ୧୮୦୦ କୋଟି ଟଙ୍କାର ଏହି ବଡ଼ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ମାମଲାରେ ଦୀପକଙ୍କ ସମେତ ତାଙ୍କ ପରିବାର ଲୋକଙ୍କୁ ଭିଜିଲାନ୍ସ ପକ୍ଷଭୁକ୍ତ କରିଥିଲା। ଜାମିନ ପାଇବା ପାଇଁ ଦୀପକ ୬ ଥର ହାଇକୋର୍ଟରେ ଓ ୨ ଥର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ମାତ୍ର ଉଭୟ କୋର୍ଟରେ ଦୀପକଙ୍କୁ ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri