ଋଣ ଉପରେ ସୁଧହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୩୧-୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସୋମବାର ଏକ୍ସଟରନାଲ ବେଞ୍ଚମାର୍କ ଭିତ୍ତିକ ରେଟ ବା ଋଣ ଉପରେ ସୁଧହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରିଛି। ଏହା ଦ୍ୱାରା ବ୍ୟାଙ୍କର ସୁଧହାର ୮.୦୫%ରୁ ୭.୮୦%କୁ ହ୍ରାସ ଘଟିଛି। ଜାନୁୟାରୀ ପହିଲାଠାରୁ ନୂଆ ହାର ଲାଗୁ ହେବ ବୋଲି ଏସ୍‌ବିଆଇ ପକ୍ଷରୁ ସୂଚନା ରହିଛି। ଏହି ସୁଧହାର ହ୍ରାସ ହେବା ପରେ ଏକ୍ସଟରନାଲ ବେଞ୍ଚମାର୍କ ଆଧାରିତ ଋଣ ଉପରେ ଘରର ଇଏମ୍‌ଆଇ ଏବଂ ଏମ୍‌ଏସ୍‌ଏମ୍‌ଇଗୁଡିକ ଲାଗି ଋଣର କିସ୍ତିରେ ରିହାତି ମିଳିବ। ଘରକ୍ରେତାମାନେ ବର୍ତ୍ତମାନ ୭.୯୦% ଆରମ୍ଭ ସୁଧହାରରେ ଋଣ ନେଇ ପାରିବେ। ଏହା ପୂର୍ବରୁ ୮.୧୫% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri