ଋଣ, ଚାରା ଦେବା ନଁ।ରେ ଠକେଇ, ଜଣେ ଗିରଫ

ବାଲିଗୁଡା,୧୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ପୋଲିସ ଜଣେ ଠକକୁ ଗିରଫ କରିଛି । ଠକ ଜଣକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ଗ୍ରାମର ଭିମରାଜ ନାୟକ। ଭିମରାଜ ନିଜକୁ ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା)ର କର୍ମଚାରୀ କହି ଦୀର୍ଘଦିନ ହେଲା କୋଟଗଡ଼ ଅଞ୍ଚଳବାସୀଙ୍କୁ ଠକି ଆସୁଥିଲା। ଲୋକଙ୍କୁ କାଜୁ ଚାରା ଓ ଛେଳିଚାଷ ପାଇଁ ଋଣ ଦେବା ନଁ।ରେ ଲକ୍ଷାଧିକ ଟଙ୍କା ଠକି ନେଇଥିଲା। କିଛିଦିନ ପରେ ଲୋକେ ଚାରା କିମ୍ବା କୌଣସି ଋଣ ନପାଇ ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟକୁ ଯାଇଥିଲେ। ଭିମରାଜ ନାୟକ ନାମରେ କୌଣସି କର୍ମଚାରୀ ନାହାନ୍ତି ବୋଲି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା। ପରେ ଭିମରାଜ ପାରିଗଡ଼ ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ଧରି ପୋଲିସ ଜିମା ଦେଇଛନ୍ତି। କୋଟଗଡ ପୋଲିସ ନଂ.୩୧/୨୦ରେ ଏକ ମାମଲା ରୁଜୁ କରି ଭିମରାଜଙ୍କୁ କୋର୍ଟ ଚାଲାଣ କରିଥିବା କୋଟଗଡ଼ ଆଇଆଇସି ହରମୋହନ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ...

ବିଜେଡିରୁ ଇସ୍ତଫା ଦେଲେ ଡମ୍ବରୁ ଶିଶା

ମାଲକାନଗିରି,୨୯ା୩(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡମ୍ବରୁ ଶିଶା ବିଜୁ ଜନତା ଦଳର ଜଣେ ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିଲେ।...

ମହିଳାଙ୍କୁ ରୋଜଗାରର ବାଟ ଦେଖାଇଛି ଛତୁଚାଷ

କେନ୍ଦ୍ରାପଡ଼ା,୨୯ା୩ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। ପର୍ଯ୍ୟଟନ ଶିଳ୍ପ ଓ କୃଷିଭିତ୍ତିକ ଶିଳ୍ପ ପାଇଁ ବାରମ୍ବାର ଦାବି ହେଉଛି। କର୍ମ ନିଯୁକ୍ତିକୁ ନେଇ...

ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ...

ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ

କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି...

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri