ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା ଋଣ ପରିଶୋଧ କରିବାକୁ ବହୁ ଘରୋଇ ଫାଇନାନ୍ସ କମ୍ପାନୀ ଧମକ ଦେଉଥିବା କୋକସରା ଗ୍ରାମ ବଡପଡାର ୩୦ ମହିଳା ଅଭିଯୋଗ କରିଛନ୍ତି। କମ୍ପାନୀ କର୍ମଚାରୀମାନେ କହୁଛନ୍ତି, ଋଣ ନେଇଛ, କିସ୍ତି ଦିଅ ା ନଚେତ ତୁମ ବିରୋଧରେ କମ୍ପାନୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏଭଳି ଚାପ ଯୋଗୁ ମହିଳାମାନେ ମାନସିକସ୍ତରରେ ଭାଙ୍ଗି ପଡିଛନ୍ତି । ଏଥିପାଇଁ ସମୟ ଦେବାକୁ କୋକସରା ବଡପଡାର ଫୁଲତୋଳା ଖମାରି, ମମତା ନାଏକ, ରଶ୍ମିତା ଶଗଡିଆ, ପ୍ରମିଳା ବାଗ, ରେଖା ନାଏକ, ରାଣୀ ବାଗ, ରାଏବତୀ ଖମାରି, ପୁଷ୍ପାଳି ନିଆଲ ପ୍ରମୁଖ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri