ନୟାଗଡ ଅଫିସ,୧୫।୩-ନୟାଗଡ ଜିଲା ଶରଣକୁଳ ଥାନା ପଞ୍ଚରିଡା ମାନପୁର ନୂଆସାହିର ଚାଷୀ ଜୟକୃଷ୍ଣ ପଣ୍ଡା(୫୨) ଋଣ ଶୁଝି ନ ପାରି ଶୁକ୍ରବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଶରଣକୁଳ ଥାନା ପୋଲିସ ୨/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଅନ୍ୟପକ୍ଷେ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଜୟକୃଷ୍ଣ ଚାଷ ବାସ କରି ପରିବାର ପ୍ରତିପୋଷଣ କରନ୍ତି । ଅଭାବ ଅନଟନରେ ରହୁଥିବାରୁ ବିଭିନ୍ନ ଗୋଷ୍ଠୀଠାରୁ ଋଣ ନେଇ ଚାଷ କରିଥିଲେ । ତେବେ ଶୁଝି ନ ପାରିବାରୁ ଶୁକ୍ରବାର ରାତିରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଜୟକୃଷ୍ଣ ସେହି ରାତିରେ ନିଜ ଘର ପଛପାଖରେ ଥିବା ପିଜୁଳି ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ।
Posted inଆମ ଜିଲା ଖବର, ନୟାଗଡ଼ View All
ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…
୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ
ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…
ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…
ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…
ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ
ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…
ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା
ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…
ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…
ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା
ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…
Archives

