Categories: ଜାତୀୟ

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତଙ୍କୁ ସମନ ଜାରି କରିଛି। ଋତୁପର୍ଣ୍ଣା ରୋଜଭ୍ୟାଲି ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ କୁଣ୍ଡୁଙ୍କ ସହ ଏକାଧିକ ବିଦେଶ ଗସ୍ତରେ ସାମିଲ ହେବା ସହ ଫିଲ୍ମ ନିର୍ମାଣରେ ତାଙ୍କୁ ସହାୟତା କରିଥିଲେ। ଆସନ୍ତା ସପ୍ତାହରେ ହାଜର ହେବା ଲାଗି ତାଙ୍କୁ କୁହାଯାଇଛି।

Share