ଋଷିକୂଲ୍ୟାକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଗଞ୍ଜାମ,୧୬।୧(ଡି.ଏନ୍‌.ଏ.): ଗଞ୍ଜାମସ୍ଥିତ ଋଷିକୂଲ୍ୟାକୁ ଗୁରୁବାର ପୂର୍ବାହ୍ନରେ ଜଣେ କଲେଜ ଛାତ୍ରୀ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଧୀବରମାନେ ତାଙ୍କୁ ଉଦ୍ଧାର କରିଛନ୍ତି। ସେ ହେଲେ ଚିକଲଖଣ୍ଡି ଗ୍ରାମର। କୌଣସି କାରଣରୁ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ସେଠାରେ ମାଛ ଧରୁଥିବା ସୁକାନ୍ତ ବେହେରା, ପବିତ୍ର ବେହେରା ତାଙ୍କୁ ଉଦ୍ଧାର କରିଛନ୍ତି। ପୂର୍ବତନ ସାଂସଦ ପ୍ରତିନିଧି ସୁଧୀର ପାଢ଼ୀ ଏବଂ ସାମାଜିକ କର୍ମୀ ଉମାକାନ୍ତ ବେହେରାଙ୍କ ସହଯୋଗରେ ତାଙ୍କୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଫାର୍ମାସିଷ୍ଟ ଶ୍ରୀମୟ ରଥ କହିଛନ୍ତି। ଘଟଣାସ୍ଥଳରେ ଗଞ୍ଜାମ ପୋଲିସ ପହଞ୍ଚି ସଂପୃକ୍ତ ଛାତ୍ରୀଙ୍କୁ ଥାନାକୁ ନେଇଛନ୍ତି। ନଦୀକୂଳରୁ ଛାତ୍ରୀଙ୍କ ସାଇକେଲ ମଧ୍ୟ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri