ଋଷିକୂଲ୍ୟା ମୁହାଣ ବେଳାଭୂମିରେ ମଲା କଇଁଛ

ଗଞ୍ଜାମ,୨୯ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷୁକୁଲ୍ୟା ବେଳାଭୂମିରେ ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ ସେଠାରେ ଗୋଟିଏ ମଲା କଇଁଛ ପଡ଼ିଥିବା ଦେଖିବାକୁ ମିଳିଛି। ଏନେଇ ବନ ବିଭାଗ ପାଖରେ ଖବର ନ ଥିବା ଜଣାପଡିଛି। ଉକ୍ତ କଇଁଛର ପିଠି ଫାଟିଯାଇଥିବାବେଳେ କିପରି ମୃତ୍ୟୁ ଘଟିଛି ଜଣାପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri