Posted inଖେଳ

ଏଆଇଟିଏ ସୁପର୍‌ ସିରିଜ: ସୋହିନୀଙ୍କୁ ଟାଇଟଲ୍‌

ଭୁବନେଶ୍ୱର, ୨୧।୭ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ଉଦୀୟମାନ ଟେନିସ ଖେଳାଳି ତଥା ସର୍ବଭାରତୀୟସ୍ତରରେ ୩ୟ ର଼୍ୟାଙ୍କ ମାନ୍ୟତା ପାଇଥିବା ସୋହିନୀ ଏସ୍‌ ମହାନ୍ତି ଆସାମର ଗୁଆହାଟୀରେ ଅନୁଷ୍ଠିତ ବାଳିକା ୧୨ ବର୍ଷରୁ କମ୍‌ ଏଆଇଟିଏ ସୁପର୍‌ ସିରିଜ ଟେନିସ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟରେ ଏକ ନମ୍ବର ସିଡ୍‌ ମାନ୍ୟତା ପାଇଥିବା ସୋହିନୀ ଫାଇନାଲରେ ୭-୬ (୩), ୩-୬, ୬-୩ ସେଟ୍‌ରେ ତେଲେଙ୍ଗାନା ପ୍ରତିଯୋଗୀ ଟି. ସାରାଇ ଗୋଗୁଲମଣ୍ଡାଙ୍କୁ ପରାସ୍ତ କରିଥିଲେ। ଏହି ବିଜୟ ସହ ସୋହିନୀ ଟୁର୍ନାମେଣ୍ଟରୁ ୫୦ ଏଆଇଟିଏ ପଏଣ୍ଟ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri