ଏଇ ଭାରତରେ

ମା’ ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ସଚେତନତାର ବାର୍ତ୍ତା ବାଣ୍ଟିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ ପ୍ରେରଣା ପାଇ ଗୁଜରାଟର ଜଣେ ଜିଲା ବିକାଶ ଅଧିକାରୀ ଏବଂ ତାଙ୍କ ବିଚାରପତି ସ୍ତ୍ରୀ ଏକ ନବଜାତ ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଛନ୍ତି। ସ୍ଥାନୀୟ ଆନନ୍ଦ ନିକଟରେ ଥିବା ବାସଦ ଗାଁରେ ଘଟିଛି ଏହିି ଘଟଣା। ଚିକିତ୍ସା କେନ୍ଦ୍ରରେ ଜଣେ ମହିଳା ନିଜ ତୃତୀୟ ଶିଶୁକନ୍ୟାକୁ ଜନ୍ମଦେଇ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଶିଶୁକନ୍ୟାଙ୍କ ପିତା କିଭଳି ୩ ଜଣ କନ୍ୟାଙ୍କୁ ପାଳିବେ ସେ ନେଇ ଚିନ୍ତା କରୁଥିବାବେଳେ ଜିଲା ବିକାଶ ଅଧିକାରୀ ଅମିତ୍‌ ପ୍ରକାଶ ଯାଦବ ଏବଂ ବିଚାରପତି ଭାବେ ନିଯୁକ୍ତ ଥିବା ତାଙ୍କ ସ୍ତ୍ରୀ ଚିନ୍ନା ଶିଶୁଟିକୁ ପୋଷ୍ୟ ଭାବେ ଗ୍ରହଣ କରିଥିଲେ। ଏନେଇ ଅମିତ୍‌ ଶିଶୁକନ୍ୟା ପିତାଙ୍କ ସହିତ ଆଲୋଚନା କରିଥିଲେ। ଅମିତ୍‌ ଏବଂ ଚିନ୍ନାଙ୍କ ଏଭଳି କାର୍ଯ୍ୟ ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚରିତ୍ର କିଣି ହୁଏନି

ଚିତ୍ର ଦିଶେ। ଦୃଶ୍ୟ ଦିଶେ। ଅନେକ ଜଡ଼ବସ୍ତୁ ସହ ଜୀବନ୍ତ ଗଛଲତା, ଜୀବଜନ୍ତୁ, ସର୍ବୋପରି ପ୍ରାଣୀ ଶ୍ରେଷ୍ଠ ମଣିଷ ବି ଦେଖାଯାନ୍ତି ନଗ୍ନ ଆଖିକୁ। ହେଲେ ମଣିଷର…

ଭଲ ପିଲାର ସଂଜ୍ଞା

ରାସ୍ତାର ଦୁଇ ପଟେ ଦୁଇଟି ଗଛ। ଆମ୍ବ ଗଛ। ଦୁଇ ଗଛରେ ପ୍ରଚୁର ଆମ୍ବ ଫଳିଛି। ପାଚିଛି ଓ ସୁନ୍ଦର ଦିଶୁଛି। ଗୋଟିଏ ଗଛ ତଳେ ପିଲାମାନେ…

ହର୍ମୁଜରୁ ତାଇଓ୍ବାନ

ଅଧିକାଂଶ ସ୍କୁଲପିଲାଙ୍କୁ ଶିକ୍ଷା ଦିଆଯାଉଛି ଯେ, ପୃଥିବୀର ପରିଧିର ଲମ୍ବ ପାଖାପାଖି ୨୫,୦୦୦ ମାଇଲ ବା ୪୦,୦୦୦ କିଲୋମିଟର। ହେଲେ ସେମାନେ ଜାଣିନାହାନ୍ତି ଯେ, ଏହା ମଧ୍ୟରୁ…

ଯୁଗେ ଯୁଗେ ଇଚ୍ଛାମୃତ୍ୟୁ

ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର…

ଓଡ଼ିଶାରେ ଗଛର ବିବିଧତା

ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ…

ଶାକାହାରୀ ଦୟାଳୁ କି

ନାଥୁରାମ ଗଡ୍‌ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ।…

ଯୋଗ୍ୟତମ ଗୁରୁ

ଦର୍ଶର ପ୍ରତୀକ ସାଜି ସମାଜକୁ ଅନବରତ ଦିଗ୍‌ଦର୍ଶନ ଦେଇ ଚାଲୁଥିବା ଜଣେ ମହାନ୍‌ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି – ଗୁରୁ। ସେ ହିଁ ବାସ୍ତବରେ ଜଣେ ଯୋଗ୍ୟତମ…

ମୋତେ କୃଷକ କୁହନା

ଖରା, ବର୍ଷା, ଶୀତ, କାକରକୁ ତିଳେମାତ୍ର ଖାତିର ନ କରି ଯିଏ ନିଜ ମୁଣ୍ଡଝାଳ ତୁଣ୍ଡରେ ମାରି, ହାଡ଼ଭଙ୍ଗା ପରିଶ୍ରମ କରି ମାଟିରେ ସୁନା ଫଳାଏ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri