ଏଇ ଭାରତରେ

ଜଣେ ଦିବ୍ୟାଙ୍ଗ ମହିଳା ଭିକ ମାଗି ନଗରନିଗମରେ ଟିକସ ପଇଠ କରି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ମହିଳାଙ୍କ ନାମ ଜ୍ୟୋତ୍ସ୍ନା ଗାନ୍ଧୀ। ଗୁଜରାଟ ବଡୋଦରାରେ ସେ ରୁହନ୍ତି ।

ତାଙ୍କର ଗୋଟିଏ ପୁଅ । ସେ ବି ଦିବ୍ୟାଙ୍ଗ। ତେବେ ପୁଅର ଦେଖାଶୁଣା କରିବା ପାଇଁ ଜ୍ୟୋତ୍ସ୍ନା ଏକ ମନ୍ଦିିର ବାହାରେ ବସି ଭିକ ମାଗିଥାନ୍ତି। ବଡ଼ୋଦରା ନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟରେ ତାଙ୍କୁ ହଠାତ୍‌ ପହଞ୍ଚିବା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବିଏମ୍‌ସିର ବକେୟା ଟ୍ୟାକ୍ସ ଦେବା ଲାଗି ସେ ଏକ ବ୍ୟାଗ୍‌ରେ ଖୁଚୁରା ଟଙ୍କା ବି ନେଇଥିଲେ । ଜ୍ୟୋତ୍ସ୍ନା ୨୦୦୩ରୁ ଟ୍ୟାକ୍ସ ଭରି ନ ଥିଲେ। ତାଙ୍କୁ ଏ ବାବଦରେ ପାଖାପାଖି ୧୩,୦୦୦ ଟଙ୍କା ପଇଠ କରିବାକୁ ଥିଲା। କେବଳ ଏତିକି ନୁହେଁ ବିଏମ୍‌ସିର ଆସିଷ୍ଟାଣ୍ଟ୍‌ ମ୍ୟୁନିସିପାଲ୍‌ କମିଶନର ଜିଗ୍ନେଶ ଗୋହିଲ କୁହନ୍ତି, ପୂର୍ବରୁ ଏହି ଟ୍ୟାକ୍ସ ପାଇଁ ଜ୍ୟୋତ୍ସ୍ନାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଯେଭଳି ଘର ସିଲ୍‌ କରିବା ଆଦି ଗ୍ରହଣ କରାଯାଇନଥିଲା। କିନ୍ତୁ ଏଇ ନିକଟରେ ସାଉଥ୍‌ ଜୋନ୍‌ରୁ ତାଙ୍କ ପାଖକୁ ଏଥିପାଇଁ ଏକ ନୋଟିସ ପଠାଇବା ପରେ ତାହା ସେ ପାଇ ଟ୍ୟାକ୍ସ ପଇଠ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ପ୍ରଥମ ରାଜନୈତିକ ପୁରୁଷ ମଧୁବାବୁ

ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଶାର ସର୍ବପ୍ରଥମ ଓଡ଼ିଆ ରାଜନୈତିକ ପୁରୁଷ। ତାଙ୍କଠାରୁ ପ୍ରଥମେ ଓଡ଼ିଆଙ୍କୁ ମିଳିଥିଲା ରାଜନୀତି କ୍ଷେତ୍ରରେ ପ୍ରବେଶ କରିବାରେ ମୁକ୍ତ ଅଧିକାର। ମଧୁବାବୁ…

ବଫର ରାଜ୍ୟରେ ବିଦ୍ରୋହ ଧ୍ୱନି

ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ଦ୍ୱାରା ଉନ୍ମୋଚିତ ‘ନେପାଳ ପ୍ରଥମ, ନେପାଳୀ ପ୍ରଥମ’ ବୈଦେଶିକ ନୀତି ଏବେ ଦେଶରେ ଏକ ବଡ଼ ଧରଣର କୂଟନୈତିକ ବିବାଦ ସୃଷ୍ଟି…

ୟଲ୍‌ଦା ଓ ଡିପ୍‌ଫେକ୍‌

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ବତ୍ର ଉପଲବ୍ଧ ହେଲାଣି। ମଣିଷର ଜୀବନଯାତ୍ରାକୁ ସହଜ ଓ ସୁବିଧାଜନକ କରିଦେଉଥିବାରୁ ତାହାର ଆଦର ବଢ଼ିବାରେ ଲାଗିଛି। କିନ୍ତୁ ଏହାର ଦୁର୍ବ୍ୟବହାର ଅସ୍ବାଭାବିକ…

ଆମ ସଂସ୍କାର, ଆମ ପରିଚୟ

ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭାଇରାଲ ଭିଡିଓ ବ୍ୟାପକ ଚର୍ଚ୍ଚାର ବିଷୟ ହୋଇଛି। ନେପାଳର ଏକ ରାସ୍ତାରେ ଦୁଇଜଣ ଭାରତୀୟ ପର୍ଯ୍ୟଟକ ଗୁଟ୍‌ଖା ଛେପ ପକାଇବା ସମୟରେ…

ଦେଶରେ ଶ୍ରମିକ ଅଶାନ୍ତ

ଗତ ଏପ୍ରିଲ ୧୩ ତାରିଖରେ ନଏଡା ଫେଜ୍‌-୨ରେ ଅନେକ ହଜାର ଶ୍ରମିକଙ୍କ ଆନ୍ଦୋଳନ ସେମାନଙ୍କ ମନରେ ଥିବା ଦୀର୍ଘଦିନର ଆକ୍ରୋଶକୁ ପ୍ରକାଶ କରିଛି। ସେଠାକାର ବିଭିନ୍ନ ଶିଳ୍ପ…

ଟ୍ରମ୍ପ୍‌ଙ୍କୁ ଲକ୍ଷ୍ୟ

ମଧ୍ୟପ୍ରାଚ୍ୟ ସଙ୍କଟ ଦୂର କରିବା ଲାଗି ଇରାନ୍‌ ବୈଦେଶିକ ମନ୍ତ୍ରୀ ଅବାସ ଆରାଘାଚି ଆମେରିକୀୟ ପ୍ରତିନିଧି ଦଳ ସହ କଥାବାର୍ତ୍ତା କରିବା ପୂର୍ବରୁ ୨୫ ଏପ୍ରିଲରେ ଇସ୍‌ଲାମାବାଦ…

ଟ୍ରେନ୍‌ ଯାତ୍ରାରେ ଶିଶୁ ଅଧିକାର

ଚଳିତ ମାସ ୨ ତାରିଖରେ ମୁଁ ରାଜଧାନୀ ଭୁବନେଶ୍ୱରରୁ ମୋ ଘର ଢେଙ୍କାନାଳକୁ ଟ୍ରେନରେ ଫେରୁଥିଲି। ସମୟ ପ୍ରାୟ ୫ଟା ୧୦ରୁ ୬ଟା ୫୦ ମିନିଟ୍‌ ସମୟ…

ବିକାଶ ପାଇଁ ବିଶେଷଜ୍ଞ ଲୋଡ଼ା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରାଚୀନ କାଳରୁ କଳିଙ୍ଗ ଏକ ଐତିହ୍ୟ ସମ୍ପନ୍ନ ଓ ସମୃଦ୍ଧିଶାଳୀ ରାଜ୍ୟ ହିସାବରେ ନିଜକୁ ପ୍ରତିଷ୍ଠିତ କରିପାରିଥିଲା। ମଧ୍ୟଯୁଗରେ ଉତ୍କଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri