ଏଇ ଭାରତରେ

ଗୁଜରାଟର ଅମରେଲି ଜିଲାନିବାସୀ ଜଣେ ମୁସଲମାନ ଓ ତାଙ୍କ ବନ୍ଧୁମାନେ ସାମ୍ପ୍ରଦାୟିକ ସଦ୍‌ଭାବନାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ଜଣେ ହିନ୍ଦୁ ବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ମକର ସଂକ୍ରାନ୍ତିରେ ଗୋସେବା କରିଛନ୍ତି। ଜମରେଲିର ସାବରକୁଣ୍ଡଳାରେ ବସିର ଝାଙ୍ଖରା ଓ କସ୍‌ବେ ତାଙ୍କ ବ୍ରାହ୍ମଣ ବନ୍ଧୁ ନିଲେଶଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଗାଈମାନଙ୍କୁ ଘାସ ଖୁଆଇଛନ୍ତି। ସେମାନେ କ୍ଷେତରୁ ୬୫୦କେଜି ଘାସ କାଟି ଆଣି ସେହି ଅଞ୍ଚଳର ସବୁ ଗାଈକୁ ଖାଇବାକୁ ଦେଇଛନ୍ତି। ବସିରଙ୍କ ବନ୍ଧୁ ନିଲେଶ ମେହେଟାଙ୍କର କିଛିଦିନ ପୂର୍ବରୁ ମୃତ୍ୟୁ ଘଟିଥିଲା। ବସିର ନିଲେଶଙ୍କୁ ଭାଇ ଭଳି ଦେଖୁଥିଲେ। ଶ୍ରଦ୍ଧାଞ୍ଜଳି ଦେବା ଲାଗି ବସିର ବଜାରରୁ ଘାସ କିଣି ନାହାନ୍ତି, ବରଂ ତାଙ୍କର ୬ ବିଘା ଜମିରୁ ୩ ବିଘାରେ ଘାସଚାଷ କରି ଗାଈମାନଙ୍କୁ ଖୁଆଇଛନ୍ତି। ଏମିତି କି କ୍ଷେତରୁ ଘାସ କାଟିବା ପାଇଁ କୌଣସି ଶ୍ରମିକଙ୍କୁ କାର୍ଯ୍ୟରେ ନ ଲଗାଇ ନିଜେ କାଟିଛନ୍ତି। ବସିରଙ୍କୁ ତାଙ୍କର ୫ ଜଣ ସାଙ୍ଗ ଏଥିରେ ସହଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri