ଏଇ ଭାରତରେ

ଭାରତରେ ବହୁ ସମୟରେ ମନ୍ଦିରରେ ମହିଳାଙ୍କ ପ୍ରବେଶକୁ ନେଇ ବିବାଦ ଉଠୁଛି। ଖାସ୍‌ କରି କେରଳର ସାବରିମାଲା ମନ୍ଦିରରେ ମହିଳାଙ୍କ ପ୍ରବେଶ ଉପରେ ଚର୍ଚ୍ଚା ବଳବତ୍ତର ରହିଥିବାବେଳେ କୋଏମ୍ବାଟୁରସ୍ଥିତ ମା’ ଲିଙ୍ଗଭୈରବୀ ମନ୍ଦିରରେ ଏକ ଅଜବ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମାସିକ ଧର୍ମକୁ ଏବେ ସୁଦ୍ଧା ହିନ୍ଦୁଧର୍ମରେ ଅପବିତ୍ର ମନେକରାଯାଉଛି। ମନ୍ଦିର ପ୍ରବେଶ ତ’ ଦୂର କଥା, ଏହି ସମୟରେ ପବିତ୍ର ଧର୍ମଗ୍ରନ୍ଥ ବି ଛୁଇଁବାକୁ ମହିଳାମାନଙ୍କୁ ବାରଣ କରାଯାଏ। କିନ୍ତୁ ମାସିକଧର୍ମ ସମୟରେ ମହିଳାଙ୍କୁ ପ୍ରବେଶ ଅନୁମତି ଦେଇ ମା’ ଲିଙ୍ଗଭୈରବୀ ମନ୍ଦିର ଏକ ସକାରାମତ୍କ ବାର୍ତ୍ତା ଦେଇଛି। କେବଳ ଏତିକି ନୁହେଁ ମହିଳାମାନେ ମା’ ଲିଙ୍ଗଭୈରବୀଙ୍କୁ ପୂଜାକରିବା ଲାଗି ଗର୍ଭଗୃହଯାଏ ବି ଯାଇପାରୁଛନ୍ତି। ସବୁଠୁ ବିସ୍ମୟକର କଥା ହେଉଛି, ଏହି ମନ୍ଦିରକୁ ପୁରୁଷମାନଙ୍କୁ ଯିବା ମନା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅନ୍ଧକାର ଗର୍ଭଗୃହକୁ

ନିର୍ବାଚନ ସରିଲା। ଶାସକ ଦଳର ‘ନାରୀ ବନ୍ଦନ’ ସଭା ସମାବେଶ ସରିଗଲା। ବିରୋଧୀ ଦଳର ମା’ମାନଙ୍କୁ ନେଇ ହେଉଥିବା ପ୍ରତିବାଦରେ ବି ଭଟ୍ଟା ପଡ଼ିଗଲା। ଫଳ? ଯେଉଁ…

ବହ୍ବାରମ୍ଭେ ଲଘୁକ୍ରିୟା

ସଂସ୍କୃତରେ ଗୋଟିଏ ଶ୍ଳୋକ ଅଛି ”ଅଜା ଯୁଦ୍ଧେ ଋଷି ଶ୍ରାଦ୍ଧେ ପ୍ରଭାତେ ମେଘ ଡମ୍ବରୁ, ଦାମ୍ପତ୍ୟ କଳହଶ୍ଚୈ ବହ୍ବାରମ୍ଭେ ଲଘୁକ୍ରିୟା’ ଏହାର ଅର୍ଥ ଦୁଇଟି ଛେଳି ଗୋଳଯୁଦ୍ଧ…

ନ୍ୟାୟ ଦେବାରେ ବିଳମ୍ବ

ଉତ୍ତରାଖଣ୍ଡ ସରକାର ହୁଇସିଲ୍‌ବ୍ଲୋୟର ତଥା ବନ ଅଧିକାରୀ ସଞ୍ଜୀବ ଚତୁର୍ବେଦୀଙ୍କୁ ଲୋକପାଳକୁ ଡେପୁଟେଶନ ପାଇଁ ମଞ୍ଜୁରୀଦେବା ଉଲ୍ଲେଖନୀୟ। କିନ୍ତୁ ଏହାଠୁ ବଡ଼ କଥା ହେଉଛି ଏହି ହୁଇସିଲ୍‌ବ୍ଲୋୟରଙ୍କ…

ଏଇ ଭାରତରେ

ମଧ୍ୟପ୍ରଦେଶ ଛତରପୁର ଜିଲାର ପାନ୍ନା ଜାତୀୟ ଉଦ୍ୟାନ ବାଘ ପାଇଁ ବେଶ୍‌ ଜଣାଶୁଣା ଥିଲା। ହେଲେ ୨୦୦୯ରେ ତାହା ବାଘ ଶୂନ୍ୟ ହୋଇଯାଇଥିବା ସରକାର ଘୋଷଣା କରିଥିଲେ,…

ପରମାଣୁ ଶାନ୍ତିଯାତ୍ରା

୧୯୪୫ ଜୁଲାଇ ୧୬ ତାରିଖର ଏକ ବର୍ଷାଭିଜା ସକାଳ, କେତେଜଣ ବୈଜ୍ଞାନିକ ଓ ସୈନିକ ମେକ୍ସିକୋର ଜୋର୍ନଡା ଡେଲ ମରୁଭୂମିରେ ଏକତ୍ରିତ ହୋଇଥାନ୍ତି। ସାଙ୍କେତିକ ଭାଷାରେ ‘ଗାଜେଟ’…

ଜୈବିକ ଖାଦ୍ୟର ପୃଥିବୀ

ଆଜିକାଲି ଲୋକଙ୍କ ଭିତରେ ଖାଦ୍ୟ ସଚେତନତା ବଢ଼ୁଛି। ରଙ୍ଗିନ, ଆଖିକୁ ଖୁସି ଦେଲାପରି ଖାଦ୍ୟ ସବୁ ଗ୍ରହଣ କରିବା ବଦଳରେ ଜୈବିକ ଖାଦ୍ୟ ପ୍ରତି ଲୋକମାନଙ୍କ ଆଗ୍ରହ…

ବିଶ୍ୱରେ ଅରାଜକତା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଶାସନ ଏବଂ ଇରାନ ମଧ୍ୟରେ ଅବ୍ୟବସ୍ଥିତ କୂଟନୀତି ଜାରି ରହିଛି। ଏଥିରୁ ବିଶ୍ୱ ବ୍ୟାପାରକୁ ବୁଝିବା ଅସମ୍ଭବ ବୋଲି ଅନେକେ ମନେକରୁଛନ୍ତି।…

ନଦୀ ପ୍ରଦୂଷଣ

ନନଦୀ ମନୁଷ୍ୟ ସଭ୍ୟତାର ଜନ୍ମଦାତ୍ରୀ ହୋଇ ସମଗ୍ର ଜୀବଜଗତକୁ ଲାଳନପାଳନ କରିଥିବାରୁ ଭାରତରେ ନଦୀକୁ ମା’ର ଆଖ୍ୟା ଦିଆଯାଇ ଦେବୀ ରୂପରେ ପୂଜା କରାଯାଏ। କିନ୍ତୁ ବିଡ଼ମ୍ବନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri